ବଜାରରେ ସିନ୍ଥେଟିକ୍‌ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର

ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍‌ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର ଅଧିକ…

ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ୍‌…

ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ…

ସିଞ୍ଜୋ ଆବେ ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କଲେ

ଟୋକିଓ,୨୦।୧୧: ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଦେଶର ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କରିଛନ୍ତି। ଇତିମଧ୍ୟରେ ବୁଧବାର ସୁଦ୍ଧା ସେ ୨,୮୮୭ ଦିନ…

ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ…

ସୌଦିରେ ୩ ହଜାର ସୈନ୍ୟ ମୁତୟନ କଲା ଆମେରିକା

ଓ୍ବାଶିଂଟନ,୨୦।୧୧: ଇରାକ ପକ୍ଷରୁୁ ଆକ୍ରମଣ ଆଶଙ୍କା କରି ଆମେରିକା ସୌଦିର କେତେକ ଅଞ୍ଚଳରେ ୩ ହଜାର ସୈନ୍ୟ ମୁତୟନ କରିଛି। ଏନେଇ ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ୍‌ ଔପଚାରିକ…

ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀ ଆନ୍ଦୋଳନ ତେଜିଲା

ସରଣ୍ଡା,୨୦।୧୧(ଡି.ଏନ.ଏ.):ବରଗଡ ଜିଲାର ଅତାବିରାରେ ଚାଷୀ ଆନ୍ଦୋଳନ ବୁଧବାର ତେଜିଛି। ତୃତୀୟ ଦିନରେ ଚାଷୀମାନେ ଅତାବିରା ଅଞ୍ଚଳର ସମସ୍ତ ଦୋକାନ ବଜାର ବନ୍ଦ କରିଛନ୍ତି। ଆନ୍ଦୋଳନ ତେଜି ଥିବାବେଳେ…

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ଅତାବିରାରେ ୧୨ ଘଣ୍ଟିଆ ବନ୍ଦ ଆରମ୍ଭ

ବରଗଡ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ସରକାରଙ୍କ ଏହି ବ୍ୟବସ୍ଥାକୁ ଚାଷୀମାନେ ଦୃଢ ବିରୋଧ କରିଛନ୍ତି।…

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ…

ଆଜି ସରିବ ବାଲିଯାତ୍ରା

ଐତିହାସିକ କଟକ ବାଲିଯାତ୍ରାର ମଙ୍ଗଳବାର ଥିଲା ଅଷ୍ଟମ ଦିନ। ବିଭିନ୍ନ ସ୍ଥାନରୁ ଆସିଥିବା ଲୋକମାନେ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲ ବୁଲିବା ସହ ଚାଟ୍‌, ଗୁପ୍‌ଚୁପ୍‌, ଠୁଙ୍କାପୁରୀ ଓ…

ସମୁଦ୍ର ପତ୍ତନ ୮.୫ ସେ.ମି. ବଢ଼ିଛି

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଗତ ୫୦ ବର୍ଷ ମଧ୍ୟରେ ଭାରତୀୟ ଉପକୂଳରେ ସମୁଦ୍ର ପତ୍ତନ ୮. ୫ ସେ.ମି. ବୃଦ୍ଧି ପାଇଛି ବୋଲି ରାଜ୍ୟ ସଭାରେ ଏକ ପ୍ରଶ୍ନର ଲିଖିତ…