ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍‌ ଦିଆଯାଇସାରିଛି। ଏହିପରି ଭାବେ ଚଳିତ ମାସ…

ହତ୍ୟାର ତୃତୀୟ କାରଣ ପ୍ରେମ

ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ ସବୁଠୁ…

ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର

ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ।…

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ…

ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି

ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ,…

ମୌସୁମୀ ନେଇଛି ୨,୩୯୧ ଜୀବନ

ନୂଆଦିଲ୍ଲୀ,୧୯ା୧୧(ପି.ଟି.):ଚଳିତବର୍ଷ ମୌସୁମୀ ଋତୁରେ ବର୍ଷା, ବନ୍ୟା ଓ ତଜ୍ଜନିତ କାରଣରୁ ୨,୩୯୧ ଜଣଙ୍କ ଜୀବନ ଯାଇଥିବାବେଳେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଯାଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ…

ମାର୍ଚ୍ଚ ୧୪ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୨୦।୧୧-ମହିମା ଧର୍ମର ମହାନ ବାର୍ତ୍ତା ପ୍ରଚାର କରିବାକୁ ଆସନ୍ତା ମାର୍ଚ୍ଚ ୧୪ରେ ମହିମା ଜ୍ୟୋତି ପରିକ୍ରମାରେ ବାହାରିବ। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର ଗୁଣ୍ଡିଚାପଡ଼ା…

ବିଧାୟକ ପଢ଼ାଇଲେ ପାଠ

ପାଲଲହଡା,୨୦।୧୧(ଡି.ଏନ.ଏ.)- ପାଲଲହଡା ବିଧାୟକ ମୁକେଶ କୁମାର ପାଲ ମଙ୍ଗଳବାର ବ୍ଲକର କରଡାପାଳ ପଞ୍ଚାୟତ ଗସ୍ତ କରିଥିଲେ। ଏହି ଅବସରରେ ସେ ବାଁନଖୋଲ ଗ୍ରାମରେ ଥିବା ବାଁନଖୋଲ ଉଚ୍ଚ…

୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ

ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ କରାଯାଇଛି।…

ଉପକୃତ ହେବେ ପଟାଖମଣ, ବଣସିଂହ ଗ୍ରାମବାସୀ: ଖୁବ୍‌ଶୀଘ୍ର ଟିକିରା ନଦୀରେ ସେତୁ

କଣିହାଁ,୨୦।୧୧(ଡି.ଏନ.ଏ.)-ଖୁବ୍‌ଶୀଘ୍ର ଦୂର ହେବ କଣିହାଁ ବ୍ଲକ ପଟାଖମଣ ଓ ବଣସିଂହ ଗ୍ରାମବାସଙ୍କ ସମସ୍ୟା। ଟିକରା ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଏବେ ପ୍ରସ୍ତୁତି ପ୍ରକ୍ରିୟା…