ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ

ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି ବିଜ୍ଞାନମେଳାରେ…

ମୋ ସରକାର କକ୍ଷ ଉଦ୍‌ଘାଟିତ

ଜି.ଉଦୟଗିରି,୨୧ା୧୨(ଡି.ଏନ.ଏ.)-ଜି.ଉଦୟଗିରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ବୁଧବାର ମୋ ସରକାର କକ୍ଷ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜି.ଉଦୟଗିରି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଉଦ୍‌ଘାଟନ କରିଥିଲେ।…

ବ୍ୟାପୁଛି ସିଏଏ ବିରୋଧୀ ଆନ୍ଦୋଳନ ନିଆଁ: ୟୁପିରେ ହିଂସା: ୬ ମୃତ

ଲକ୍ଷ୍ନୌ/କାନପୁର,୨୧ା୧୨: ଉତ୍ତରପ୍ରଦେଶରେ ଶୁକ୍ରବାର ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବିଭିନ୍ନ ସ୍ଥାନରେ ହିଂସାର ରୂପ ନେଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ…

ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି

ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା…

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ

ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ…

ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା ଅଭିଯୋଗ: ଇଟା ବୋଝେଇ ଟ୍ରକ ଛଡ଼ାଇ ନେଲେ ମାଲିକ

ପାତ୍ରପୁର, ୨୧ା୧୨(ଡି.ଏନ୍‌.ଏ.): ପାତ୍ରପୁର ତହସିଲ ଅଧୀନ ଶରଧାପୁରଠାରେ ଜୟନ୍ତୀପୁର ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରି ବେଆଇନ୍‌ ଇଟାଗାଡ଼ିକୁ ଛଡ଼ାଇ ନେଇଥିବା ଗୁରୁବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି।…

ସ୍ବାମୀ ମାଡ଼ରେ ସ୍ତ୍ରୀଙ୍କ ହାତଗୋଡ଼ ଭାଙ୍ଗିବା ଘଟଣା: ନ୍ୟାୟ ପାଇଁ ରାସ୍ତାରେ ଶୋଇ ମହିଳାଙ୍କ ଧାରଣା

ଜଗନ୍ନାଥପ୍ରସାଦ,୨୧ା୧୨(ଡି.ଏନ.ଏ.) -ଜଗନ୍ନାଥପ୍ରସାଦ ଥାନା ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୨ ଗୋଡ଼, ବାମ ହାତ…

ଗୋନାସିକା କେନ୍ଦୁଝର ମହୋତ୍ସବ ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ରାସ୍ତାଘାଟ

କେନ୍ଦୁଝର,୨୧।୧୨(ସ୍ବ.ପ୍ର./ଡି.ଏନ.ଏ.)-ଗୋନସିକା-କେନ୍ଦୁଝର ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଶୁକ୍ରବାର ସ୍ଥାନୀୟ କାଳୀ ପଡିଆଠାରେ ରଙ୍ଗାରଙ୍ଗ ପରିବେଶରେ ଉଦ୍‌ଘାଟିତ ହୋଇଯାଇଛି ା ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିିକ,…

ଆକର୍ଷଣ ଥାଇ ବି ଅବହେଳିତ

କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର…

ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ

ଭଦ୍ରକ ଅଫିସ, ୨୧।୧୨- ଭଦ୍ରକରେ ଚାଲିଥିବା ରାଜ୍ୟସ୍ତରୀୟ ଯୁବ ମହୋତ୍ସବର ଶୁକ୍ରବାର ଥିଲା ୩ୟ ଦିବସ। ଏଥିପାଇଁ ନେହେରୁ ଷ୍ଟାଡିୟମ, ଶହୀଦ ସ୍ମୃତି ଭବନ, ସଂସ୍କୃତି ଭବନ…