୫.୨୩ ଲକ୍ଷ କୋଟି ଟଙ୍କାର ସ୍ପେକ୍ଟ୍ରମ ନିଲାମ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୧-୧୨: ୫.୨୩ ଲକ୍ଷ କୋଟି ଟଙ୍କାର ସ୍ପେକ୍ଟ୍ରମ ନିଲାମ ଯୋଜନାକୁ ଡିଜିଟାଲ କମ୍ୟୁନିକେଶନ କମିଶନଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥି ଲାଗି ନିଲାମ ପ୍ରକ୍ରିୟା ମାର୍ଚ୍ଚ,…

କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପଦରୁ ଓହରିବେ ଆନନ୍ଦ ମହିନ୍ଦ୍ରା

ମୁମ୍ବାଇ,୨୧-୧୨: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଗ୍ରୁପର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପଦବୀରୁ ଆନନ୍ଦ ମହିନ୍ଦ୍ରା ଏପ୍ରିଲ ପହିଲାରୁ ଓହରିବେ ବୋଲି ଗ୍ରୁପ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଗ୍ରୁପର…

ଆତ୍ମ ସନ୍ଦେହ ସ୍ଥିତିରେ ନ ରହୁ ଶିଳ୍ପଜଗତ: ସୀତାରାମନ

ନୂଆଦିଲ୍ଲୀ,୨୧-୧୨: ଦେଶର ଶିଳ୍ପ ଜଗତ ଆତ୍ମ ସନ୍ଦେହ ସ୍ଥିତିରେ ନ ରହି ଏହାଠାରୁ ବାହାରକୁ ଆସିବାର ଆବଶ୍ୟକତା ରହିଛି ବୋଲି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର…

ପ୍ରଧାନମନ୍ତ୍ରୀ ଅର୍ଥ ବ୍ୟବସ୍ଥାର ବାସ୍ତବତାକୁ ଅଗ୍ରାହ୍ୟ କରୁଛନ୍ତି: କଂଗ୍ରେସ

ନୂଆଦିଲ୍ଲୀ,୨୧-୧୨: ଶିଳ୍ପ ଜଗତ ସାମ୍ନାରେ ପ୍ରଧାନ ମନ୍ତ୍ରୀ ଯେଉଁ ସବୁ କଥା ରଖିଛନ୍ତି ଯେଉଁ ସ୍ବପ୍ନ ଦେଖାଇଛନ୍ତି ତାହା ବାସ୍ତବ ନୁହେଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।…

ଶିଳ୍ପ ଜଗତକୁ ମୋଦିଙ୍କ ଆଶ୍ୱାସନା;ମାନ୍ଦାବସ୍ଥାରୁ ବାହରିବା ଲାଗି ଭାରତ ସକ୍ଷମ

ନୂଆଦିଲ୍ଲୀ,୨୧-୧୨: ବର୍ତ୍ତମାନର ମାନ୍ଦାବସ୍ଥାରୁ ବାହାରିବା ଲାଗି ଭାରତ ନିକଟରରେ କ୍ଷମତା ରହିଛି। ଘରୋଇ ବଜାର ଦ୍ରୁତ ଅଭିବୃଦ୍ଧି ଧାରାକୁ ଫେରିବା ଲାଗି ସକ୍ଷମ ହେବ। କର୍ପୋରେଟ ସଂସ୍ଥାଗୁଡିକ…

ଆବାସ ଯୋଜନାରୁ ବଁଚିତ୍‌ ପରିବାର: କ୍ଲବ ଘର ପାଲଟିଛେ ଆଶ୍‌ରେ ଥଲ୍‌

  ଗଣ୍ଡତୁରୁମ, ୨୧।୧୨ (ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ମେହେନା ଗଁାର ଗଣେଶ ଉସେରା(୭୦)। ସେ ଝନେ ନିହାତି ଗରିବ୍‌ ଲୋକ…

ପକ୍ଷାଘାତରେ ପୀଡ଼ିତ ଶୁକଦେବ: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ଦେବକୀ

  ଲୋଇସିଂହା, ୨୧।୧୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ଗଁାର ଶୁକଦେବ ପଧାନ(୪୫)। ସେ ବନେ ବଛରକେତେ ହେଲା ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଥିଲାବେଲେ…

କାତାର ଇଣ୍ଟରନ୍ୟାଶନାଲରେ ଚାନୁଙ୍କୁ ସ୍ବର୍ଣ୍ଣ

ଦୋହା, ୨୧ା୧୨(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନ ଭାରୋତ୍ତୋଳକ ସାଇଖୋମ୍‌ ମୀରାବାଇ ଚାନୁ ଏଠାରେ ଚାଲିଥିବା ୬ଷ୍ଠ କାତାର ଇଣ୍ଟରନ୍ୟାଶନାଲ କପ୍‌ ମହିଳା ୪୯ କେଜି ଶ୍ରେଣୀରେ ସ୍ବର୍ଣ୍ଣ…

ଜାତୀୟ ସବ୍‌-ଜୁନିୟର ବ୍ୟାଡମିଣ୍ଟନ: କ୍ୱାର୍ଟରେ ଆୟୁଷ, ସେମିରେ ତାରା

ଭୁବନେଶ୍ୱର,୨୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନଡୋର ଷ୍ଟାଡିୟମରେ ଚାଲିଥିବା ୩୩ତମ ଜାତୀୟ ସବ- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏସିଆ ଜୁନିୟର ୧୫ ବର୍ଷରୁ କମ୍‌…

ଏଆଇଏଫ୍‌ଏଫ୍‌ ହିରୋ ଏଲିଟ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସିର ବିଜୟ

ନୂଆଦିଲ୍ଲୀ,୨୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ୨ ନମ୍ବର ଟ୍ରେନିଂ ପିଚ୍‌ରେ ଖେଳାଯାଇଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ହିରୋ ଏଲିଟ୍‌ ଲିଗ୍‌ରେ ଓଡ଼ିଶା…