୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରିହେବା ପରେ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ୮୩

ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ…

କଟକରେ ରେକର୍ଡ ଭାଙ୍ଗିପାରନ୍ତି ରୋହିତ

ଭୁବନେଶ୍ୱର,୨୦।୧୨- କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର…

କଳା, ସଂସ୍କୃତି, ପରମ୍ପରାର ପ୍ରତୀକ ‘ଝୋଟିଚିତା’: ଜାତୀୟସ୍ତରୀୟ ଝୋଟି ମହୋତ୍ସବରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଉତ୍କଳୀୟ ଝୋଟି ପ୍ରତିଷ୍ଠାନ ତରଫରୁ ଗୁରୁବାର ଦିବାରାତ୍ର ଜାତୀୟସ୍ତରୀୟ ଝୋଟି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ରାଜ୍ୟରୁ…

ବୃଦ୍ଧଙ୍କଠାରୁ ଲୁଟିନେଲେ ୫୦ ହଜାର ଟଙ୍କା

ତିହିଡ଼ି, ୨୦।୧୨ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା କଁାପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମର ଧନୀ ମଳିକ ନାମକ ଜଣେ ବୃଦ୍ଧ ଶୁକ୍ରବାର ମଧ୍ୟାହ୍ନରେ…

ଜୟପୁର ବୋମା ବିସ୍ଫୋରଣ ମାମଲା: ୪ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ,୨୦।୧୨: ରାଜସ୍ଥାନ ଜୟପୁର ବୋମା ବିସ୍ଫୋରଣ ମାମଲାର ଦୀର୍ଘ ୧୧ ବର୍ଷ ପରେ ୪ ଦୋଶୀଙ୍କୁ ଫାଶୀ ଦଣ୍ଡ ମିଳିଛି। ସ୍ପେଶାଲ କୋର୍ଟର ବିଚାରପତି ଅଜୟ କୁମାର…

ଭାଇରାଲ ହେଲା ନୁସରତଙ୍କ ଫଟୋ

ମୁମ୍ବାଇ: ନାୟିକା ତଥା ଏମ୍‌ପି ନୁସରତ ଜାହାଁ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଟ୍ରାଡିଶନାଲ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଥିବା ଜଣାପଡିଛି। ନାୟିକା ଭାବେ ସେ…

ସରିଲା ଝାଡ଼ଖଣ୍ଡ ବିଧାନସଭାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ: ଏବେ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ

ରାଞ୍ଚି,୨୦।୧୨: ଝାଡ଼ଖଣ୍ଡ ବିଧାନସଭାର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ଏହି ମତଦାନ ପ୍ରକ୍ରିୟାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୯୯ ପ୍ରତିଶତ ମତଦାନ…

ଟ୍ରୋଲ ହେଉଛନ୍ତି ରଶ୍ମି

ବମ୍ବେ: ବିଗ୍‌ବସରେ ପ୍ରତିଯୋଗୀ ସିଦ୍ଦାର୍ଥ ଶୁକ୍ଳାଙ୍କ ମା’ଙ୍କ ଉପରେ ଟିପ୍ପଣୀ ଦେଇ ଟ୍ରୋଲ ହେଉଛନ୍ତି ରଶ୍ମି ଦେଶାଇ। କଲର୍ସ ଚ୍ୟାନେଲର ସୋସିଆଲ ପେଜ୍‌ରେ ଶେୟାର କରାଯାଇଥିବା ଏକ…

କରିନାଙ୍କ ଶୋ’ରେ କାର୍ତ୍ତିକ କହିଲେ ମନ କଥା

ବମ୍ବେ: ଗୋଟିଏ ପରେ ଗୋଟିଏ ହିଟ୍‌ ଚଳଚ୍ଚିତ୍ର ଦେବା ପରେ ବି-ଟାଉନର ମୋଷ୍ଟ ଓ୍ବାଣ୍ଟେଡ୍‌ ହିରୋ ପାଲଟିଛନ୍ତି ଅଭିନେତା କାର୍ତ୍ତିକ ଆର୍ୟନ। ଅନେକ ନାୟିକାଙ୍କ ସହ ତାଙ୍କ…

ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର…