ଅନୁଗୋଳ ଅଫିସ, ୨୦।୧୨- କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୨୨ ତାରିଖରେ ୱେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ସିରିଜ୍ର ନିର୍ଣ୍ଣାୟକ ତଥା ତୃତୀୟ ମ୍ୟାଚ ଖେଳାଯିବ।…
ବନ୍ତଳା, ୨୦।୧୨- ଭିନ୍ନକ୍ଷମ ହୋଇଥିଲେ ବି କୌଣସି ସକ୍ଷମ ମଣିଷଙ୍କ ଠାରୁ ସେ କମ୍ ନୁହନ୍ତି। ଦୃଢ଼ ଇଚ୍ଛା ଶକ୍ତି ଯୋଗୁ ଆଖି ନ ଥାଇ ମଧ୍ୟ…
ଆଠମଲ୍ଲିକ, ୨୦ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକବାସୀଙ୍କ ଆବଶ୍ୟକତାକୁ ଆଖିରେ ରଖି ନିର୍ମାଣ ହୋଇଥିବା ରକ୍ତଭଣ୍ଡାର ଗୃହ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ନିର୍ମାଣକୁ ୧୦ ବର୍ଷ ପୂରିଥିଲେ…
ଅନୁଗୋଳ ଅଫିସ, ୨୦।୧୨-ଦୁଇ ଦିନିଆ ଅନୁଗୋଳ ଜିଲା ଗସ୍ତରେ ଆସିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଦସ୍ୟା ଦିବ୍ୟା ଶାଶ୍ୱତୀ ବୁଧବାର ତାଙ୍କ ଗସ୍ତ ଶେଷ…
ବଇଣ୍ଡା,୨୦।୧୨(ଡି.ଏନ.ଏ.)-ରାସ୍ତାରେ ଯାଉଥିବା ବାଟୋଇଙ୍କୁ ମାଗଣାରେ ବିଶ୍ରାମ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକର ମୁଖ୍ୟରାସ୍ତା ପାର୍ଶ୍ୱରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ସ୍ଥାପନ କରିଛନ୍ତି। ହେଲେ…
ଅନୁଗୋଳ ଅଫିସ, ୨୦।୧୨-ଅନୁଗୋଳ ପୌରପାଳିକାରେ ମଳପଙ୍କ ପରିଚାଳନା ସହାୟତା ସେବା କେନ୍ଦ୍ର (ଏଫ୍ଏସ୍ଏମ୍) ଉଦ୍ଘାଟିତ ହୋଇଯାଇଛି। ଏଥିସହ ଲୋକଙ୍କ ପାଇଁ ନିଃଶୁଳ୍କ ଫୋନ ନମ୍ବର ମଧ୍ୟ ବ୍ୟବସ୍ଥା…
ପରଜଙ୍ଗ, ୨୦।୧୨(ଡି.ଏନ.ଏ.)-ସରିଯାଇଥିଲା ନିର୍ମାଣ ଅବଧି। ତଥାପି କାମ ନ କରି ଗଡ଼ାଇ ଚାଲିଥିଲେ ଦିନ। ଏହାକୁ ନେଇ ପ୍ରତିବାଦ ସ୍ବର ଉଠିବା ପରେ ତରବରିଆ ଭାବେ ଆରମ୍ଭ…
ଖଜୁରିପଡ଼ା (ଡି.ଏନ୍.ଏ.)/ବଲସକୁମ୍ପା,୨୦ା୧୨- ଖଜୁରିପଡ଼ା ଥାନା ଗାଡ଼ିଆପଡ଼ା ଘାଟିରେ ମହାନଦୀ ନେତ୍ର ଚିକିତ୍ସାଳୟ ଆମ୍ବୁଲାନ୍ସ (ନଂ.ଓଡି୩୧ଡି-୯୧୦୧) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୪୦ ଜଣ ଚକ୍ଷୁରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି।…
ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ…
ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ…