ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଓ୍ବେଟ୍ ଲିଫ୍ଟିଂ ବା ଶକ୍ତି ଉତ୍ତୋଳନରେ ଦକ୍ଷିଣ ଆଫ୍ରିକାରେ ୨୦୧୦-୧୧ରେ ସ୍ବର୍ଣ୍ଣ ବିଜୟିନୀ ଶୁଭସ୍ମିତା ମହାନ୍ତି ରାଜ୍ୟ ପୋଲିସ ବିଭାଗରେ କନ୍ଷ୍ଟେବଳ ଭାବେ କାର୍ଯ୍ୟରତ ଅଛନ୍ତି।…
ବ୍ରହ୍ମପୁର ଅଫିସ,୨୦ା୧୨- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ଅର୍ଦ୍ଧବାର୍ଷିକ ପରୀକ୍ଷା କେବଳ ନାମକୁ ମାତ୍ର। କଲେଜ…
ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ…
ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ, କୃଷି…
ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଖୁବ୍ଶୀଘ୍ର ଏସିଆ ମହାଦେଶର ସର୍ବବୃହତ୍ ଲୁଣାହ୍ରଦ ଚିଲିକାରେ ଆରମ୍ଭ ହେବ ‘ଫ୍ଲୋଟିଂ ରେସ୍ତୋରାଁ’ ବା ‘ଭାସମାନ ଭୋଜନାଳୟ’। ଚିଲିକାର ରମ୍ଭା ଏବଂ ବଡ଼କୂଳରେ ରାଜ୍ୟ ପର୍ଯ୍ୟଟନ…
ବ୍ରହ୍ମପୁର ଅଫିସ,୨୦ା୧୨: ଟାଉନ ଥାନା ଅନ୍ତର୍ଗତ ଗେଟବଜାର ନିକଟ ରେଡ଼ିଓ ଷ୍ଟେଶନ କଡରେ ଥିବା ଏକ ବାଇକ୍ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ…
ବାରଙ୍ଗ, ୨୦।୧୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଥିବା ପଶୁପକ୍ଷୀଙ୍କ ପ୍ରଜାତି ସଂଖ୍ୟା ବୃଦ୍ଧି ପାଇଛି। ଗୁରୁବାର ଏଠାକୁ ୨ଟି ପ୍ରଜାତିର ୨୬ଟି ପକ୍ଷୀ କଟକର ଏକ ଘରୋଇ ସଂସ୍ଥାରୁ…
ବ୍ରହ୍ମପୁର ଅଫିସ,୨୦ା୧୨- ଟାଉନ ଥାନା ଅନ୍ତର୍ଗତ ଧର୍ମନଗର ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ବନ୍ଧୁକ ଧରି ସେଠାରେ…
ପୁରୀ ଅଫିସ, ୨୦।୧୨:ପୁରୀ ଭିଆଇପି ରୋଡରେ ଥିବା ଶିଭମ୍ ହୋଣ୍ଡା ୪ର୍ଥ ବର୍ଷରେ ପଦାର୍ପଣ କରିଛି। ଗ୍ରାହକ ସେବାକୁ ସର୍ବୋଚ୍ଚ ଲକ୍ଷ୍ୟ ଭାବେ ଗ୍ରହଣ କରିଥିବା ହୋଣ୍ଡାର ଏହି…
ରାଞ୍ଚି, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭାର ଚୂଡ଼ାନ୍ତ ପର୍ଯ୍ୟାୟ ଭୋଟ ଲାଗି ୨୦ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ୧୬ଟି ଆସନ ଲାଗି ଭୋଟଗ୍ରହଣ କରାଯିବାକୁ ଥିବାବେଳେ ମଇଦାନରେ ୨୯…