ମଧ୍ୟପ୍ରଦେଶ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ…

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି…

‘କ୍ୟୁଆର-ଏସଏଏମ୍‌’ କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ପକ୍ଷରୁ ଆଇଟିଆର୍‌ (ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ) ୩ ନମ୍ବର ଲଞ୍ଚପ୍ୟାଡ୍‌ରେ ସ୍ବଳ୍ପ ଦୂରଗାମୀ ‘କ୍ୟୁଆର୍‌-ଏସ୍‌ଏଏମ୍‌’…

ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର ଟିମ୍‌’

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ସରକାରୀ ମେଡ଼ିକାଲ କଲେଜକୁ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ୩ ଜଣିଆ ମୋ ସରକାର ଟିମ୍‌…

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ,…

ଗୁଡିପଦା ଅଞ୍ଚଳରେ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଆଣି ତଦନ୍ତ କଲା ପୋଲିସ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଗୁଡ଼ିପଦା ଅଞ୍ଚଳରେ ରହୁଥିବା ବଢ଼ା ମାରାଣ୍ଡି (୪୮)ଙ୍କୁ ତାଙ୍କ ରକ୍ଷିତା ସୀତା ହେମ୍ବ୍ରମ (୪୩) ବୁଧବାର ଭୋର୍‌ ସମୟରେ…

ଦେବାଶିଷ ଦ୍ୱିଶତକରୁ ବଞ୍ଚିତ: ଇନିଂସ ବିଜୟ ଆଶାରେ ଓଡ଼ିଶା

କଟକ ଅଫିସ,୨୦ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ସର୍ଭିସେସ୍‌ ରଣଜୀ ମ୍ୟାଚ୍‌ର ୩ୟ ଦିବସ ଖେଳ ଶେଷ ହୋଇଛି। ଘରୋଇ ମାଟିରେ ଓଡ଼ିଶା ପାଇଁ ଇନିଂସ ବିଜୟ ସୁଯୋଗ…

ରକେଟ୍‌ ଲଞ୍ଚର ‘ପିନାକା’ର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା) ର ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ ପକ୍ଷରୁ ବହୁମୁଖୀ ରକେଟ୍‌ ଲଞ୍ଚର…

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ…

ଆଉ ଦୁଇଦିନ ହେବ ଥଣ୍ଡା:ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର,  ୨୦।୧୨(ବ୍ୟୁରୋ): ଡିସେମ୍ବର ଶେଷ ହେବାକୁ ବସିଲାଣି। ଶୀତର ନାଁଗନ୍ଧ ନ ଥିଲା। ଗୁରୁବାର ହଠାତ୍‌ ପାରଦ ୨ରୁ ୩ ଡିଗ୍ରୀ ତଳକୁ ଖସିଯିବାରୁ ରାଜ୍ୟରେ ଶୀତ…