ବେପାରୀଙ୍କ କବ୍‌ଜାରେ ଚାଷୀଙ୍କ ହଳଦୀପତ୍ର

କେନ୍ଦୁଝର, ୧୯ା୧୧(ସ୍ବ.ପ୍ର.)-ଓଡିଆ ଘରେ ବାର ମାସରେ ତେର ପର୍ବ। ତେର ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ…

ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ: ଅର୍ଥ ମଞ୍ଜୁର ସତ୍ତ୍ୱେ ଆରମ୍ଭ ହେଉନି ନିର୍ମାଣ କାର୍ଯ୍ୟ

ରଣପୁର,୧୯ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ସୁନାଖଳା-ରଣପୁର ରାସ୍ତାର ଚମ୍ପତିପୁରଠାରେ ମଲାଗୁଣୀ ନଦୀ ଉପରେ ନିର୍ମିତ ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି…

ଗୋଚର ଜମିରୁ ମୋରମ ଚାଲାଣକୁ ବିରୋଧ

ବଡ଼ସାହି,୧୯ା୧୧(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଭୀମଦା ପଞ୍ଚାୟତ ଟିକାୟତପୁର ଗ୍ରାମରେ ଥିବା ଗୋଚର ଜମିରୁ ବେଆଇନ ମୋରମ ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ ସେମାନେ କୁରାଢିଆ…

ଚେକିଂ ବେଳେ ଦୁର୍ଘଟଣା, ପୋଲିସ ଏସ୍‌ଆଇ ମୃତ

ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଦୟାନିଧି ଦାସଙ୍କ…

ଲତାଙ୍କ ଦେହାନ୍ତ ଗୁଜବ

ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର ପକ୍ଷରୁ…

ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି

ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ…

୩ ମାସରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ, ୧୯ା୧୧(ପି.ଟି.) ପାକିସ୍ତାନ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିଆସୁଛି। ଚଳିତବର୍ଷ ଗତ ଅଗଷ୍ଟରୁ ଅକ୍ଟୋବର ମାସ ମଧ୍ୟରେ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ୯୫୦ ଥର…

ରଖେ ହରି ମାରେ କିଏ: ପ୍ଲାଟଫର୍ମ -ଟ୍ରେନ ମଝିରେ ଫସି ରହିଲେ ଯୁବତୀ

ବାରିପଦା ଅଫିସ,୧୯ା୧୧- କଥାରେ ଅଛି ରଖେ ହରି ମାରେ କିଏ। ମୟୂରଭଞ୍ଜ ଜିଲା ବାରିପଦା ସହର ଭଞ୍ଜପୁର ରେଳଷ୍ଟେଶନରେ ସୋମବାର ଘଟିଥିବା ଏକ ଘଟଣା ଉପରୋକ୍ତ ଉକ୍ତିକୁ…

ରାଷ୍ଟ୍ରପତି ଭାବେ ଶପଥ ନେଲେ ଗୋଟାବାୟା

କଲମ୍ବୋ,୧୯ା୧୧(ପି.ଟି.): ଶ୍ରୀଲଙ୍କାର ସପ୍ତମ ରାଷ୍ଟ୍ରପତି ଭାବେ ଗୋଟାବାୟା ରାଜପାକ୍‌ସେ ସୋମବାର ବୌଦ୍ଧ ମନ୍ଦିରରେ ଶପଥ ଗ୍ରହଣ କରିଛନ୍ତି। ସମର୍ଥନ ଲାଗି ସେ ସଂଖ୍ୟାଗରିଷ୍ଠ ସିଂହଳି ସମେତ ତାମିଲ ଓ…

ଡଗରପଡାରେ ‘ଶାମ୍‌-ଏ-ଗଜଲ’: ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ଝୁମିଲେ ଦର୍ଶକ

ଖଇରା, ୧୯।୧୧(ଡି.ଏନ.ଏ.)-ରବିବାରର ଶୀତୁଆ ସନ୍ଧ୍ୟାରେ କମ୍ପୁଥିଲା ବାଲେଶ୍ୱର ଜିଲା ଖଇରା ବ୍ଲକର ଡଗରପଡା ମାଟି ା ବଲିଉଡର ବିଶିଷ୍ଟ ଗଜଲ ଗାୟକ ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ…