ଜିଏସ୍‌ଟି ବୃଦ୍ଧିକୁ ରାଜ୍ୟଗୁଡିକର ବିରୋଧ

ନୂଆଦିଲ୍ଲୀ,୧୯-୧୨: ବୁଧବାର ଜିଏସ୍‌ଟି ପରିଷଦର ୩୮ତମ ବୈଠକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ସ୍ଲାବରେ ପରିବର୍ତ୍ତନ…

ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ,୧୯-୧୨: ପରୋକ୍ଷ ଟିକସ ବ୍ୟବସ୍ଥା ଜିଏସ୍‌ଟି ଲାଗି ନୀତି ନିର୍ଦ୍ଧାରଣ କରୁଥିବା ଜିଏସ୍‌ଟି ପରିଷଦ ବୈଠକରେ ବୁଧବାର ପ୍ରଥମଥର ଲାଗି ଭୋଟିଂ ହୋଇଥିବା ସାମ୍ନା ଆସିଛି। ଲଟେରି…

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର…

ସୁବର୍ଣ୍ଣ ଜୟନ୍ତୀ ଲୋଗୋ ଉନ୍ମୋଚନ ଉତ୍ସବ: ତାଳଚେର କଲେଜକୁ ୟୁନିଭରସିଟି କରିବାକୁ ଦାବି

ତାଳଚେର,୧୯ା୧୨(ନି.ପ୍ର.) - ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରତୀକ (ଲୋଗୋ) ଉନ୍ମୋଚନ ଉତ୍ସବ ବୁଧବାର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟ ଶକ୍ତି,…

ଓଡ଼ିଶା-କର୍ନାଟକ ଫାଇନାଲ ଆଜି

ନୂଆଦିଲ୍ଲୀ, ୧୯।୧୨ (ପି.ଟି.)-ଡିଡିଏ ସ୍ପୋର୍ଟସ କମ୍ପ୍ଲେକ୍ସରେ ଚାଲିଥିବା ଜାତୀୟ ମହିଳା ଦୃଷ୍ଟିହୀନ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲ ଲାଇନ୍‌ ଅପ୍‌ ଚୂଡ଼ାନ୍ତ ହୋଇଛି। ଗୁରୁବାର…

ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି

କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ…

ସିସିଟିଭିରେ ଲଢ଼େଇ ଦେଖୁଛି ବନ ବିଭାଗ: ସୁନ୍ଦରୀକୁ ଝାମ୍ପ ଦେଉଛି ପୁରୁଣା ବାଘୁଣୀ

ବନ୍ତଳା,୧୯ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର ରାଇଗୁଡା ରେଞ୍ଜ ଏନକ୍ଲୋଜର ମଧ୍ୟରେ ଥିବା ବାଘୁଣୀ ସୁନ୍ଦରୀ ସହ ଲଢ଼େଇ କରିବାକୁ ତୟାର ହେଉଛି ପୁରୁଣା ବାଘୁଣୀ।…

ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ିଲା

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ…

ବଢ଼ତି ଭତା ପାଏବାରୁ ଦିବ୍ୟାଙ୍ଗ ବଁଚିତ୍‌

ଚିପିଲିମା, ୧୯।୧୨ (ଡି.ଏନ୍‌.ଏ.)- ରାଏଜ୍‌ ସରକାରକଁର ତରଫୁ ଦିବ୍ୟାଙ୍ଗମାନେ ବଢ଼ତି ଭତା ଟଁକା ପାଏବେ ବଲି ଘୋଷନା କରାଯାଇଛେ। ହେଲେ ସମ୍ବଲପୁର ଜିଲା ଧନକଉଡ଼ା ବ୍ଲକରେ ଇତାର…

ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍‌

ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ…