ଧରିତ୍ରୀ ପ୍ରଭାବ: ଖଜୁରି ଗଛ ପାଲଟିଛି ଆଶ୍ରୟସ୍ଥଳ; ଖବର ପ୍ରକାଶ ପରେ ରାମ କବାସୀଙ୍କୁ ମିଳିବ ପକ୍କା ଘର

ପାଣ୍ଡ୍ରିପାଣି,୧୮ା୧୨: ମାଲକାନଗିରି ଜିଲା ସଦର ବ୍ଲକ ପଦ୍ମଗିରି ପଞ୍ଚାୟତ ତଳସାହିରେ ରାମ କବାସୀ (୭୦) ଦୀର୍ଘ ୬ ବର୍ଷ ହେଲା ନିଜ ଘରଦ୍ୱାର ନ ଥିବାରୁ ଏକ…

ଖଇରପୁଟ ବିଡିଓଙ୍କ ବଦଳି ନେଇ ତାତିଲେ ଲୋକ ପ୍ରତିନିଧି: ବ୍ଲକ କାର୍ଯ୍ୟାଳୟରେ ପକାଇଲେ ତାଲା

ମାଲକାନଗିର/ଖଇରପୁଟ, ୧୮ା୧୨(ଡି.,ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ କାର୍ଯ୍ୟାାଳୟକୁ ବୁଧବାର ବହୁ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ଘେରାଉ କରି ବିଡିଓ ବିଶ୍ୱଜିତ ବର୍ମନଙ୍କ ବଦଳି ଦାବି କରିଛନ୍ତି।…

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ ଶିକ୍ଷକ…

ଡିଜେ ସାଉଣ୍ଡରେ କମ୍ପିଲା ଭାପୁର

ଭାପୁର,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ଗ୍ରାମରେ ଚାଲିଥିବା ମାଣବସା ଗୁରୁବାର ମହାଲକ୍ଷ୍ମୀ ପୂଜାର ଭସାଣି ଉତ୍ସବ ବୁଧବାର ଧୁମଧାମରେ ପାଳିତ ହୋଇଛି। ନିର୍ଦ୍ଧାରିତ ସମୟରେ…

ଚୋରା ଶାଳ ଗଣ୍ଡି ସହ ଶଗଡ଼ ଜବତ, ୨ ଗିରଫ

ପରଜଙ୍ଗ,୧୮।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଦଦରାଘାଟି ଫରେଷ୍ଟ ସେକ୍ସନ ଅଧିନ ଜାତୀୟ ରାଜପଥଠାରୁ କୁଲେଇ ଯାଇଥିବା ରାସ୍ତାର କୁଲେଇ ଗ୍ରାମ ନିକଟ ଆମ୍ବ ତୋଟା ନିକଟରେ…

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ…

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ…

୨୬ରେ ସୂର୍ଯ୍ୟପରାଗ: ବଡ଼ଦିନ ରାତିସାରା ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୮ା୧୨:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ପହିଲି…

ଶୀତଦିନେ ଗରମପାଣିରେ ଗାଧୋଇଲେ କ’ଣ ହୋଇଥାଏ

ଶୀତଦିନ ଆସିଗଲାଣି। ଏବେ ଲୋକମାନେ ଗରମପାଣିରେ ଗାଧୋଇବା ଆରମ୍ଭ କରିଦେଲେଣି। ଥରେ ଯଦି ଗରମପାଣିରେ ଗାଧୋଇବା ଆରମ୍ଭ କରିଦେବେ ତା’ହେଲେ ଥଣ୍ଡାପାଣିରେ ଗାଧୋଇବାକୁ ଇଚ୍ଛା ହେବ ନାହିଁ।…

ସାଇରସ ମିସ୍ତ୍ରି ପୁଣି ହେବେ ଟାଟା ଗ୍ରୁପ୍‌ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮।୧୨: ନ୍ୟାଶନାଲ କମ୍ପାନୀ ଲ’ ଆପିଲେଟ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଏଟି) ସାଇରସ ମିସ୍ତ୍ରିଙ୍କୁ ଟାଟା ସନ୍ସର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ପୁଣି ଅବସ୍ଥାପିତ କରାଯାଇଛି। ଏଥିସହ ବର୍ତ୍ତମାନ ଟାଟା…