ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା ଅବରୋଧ…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ କଲେ ଉଦ୍‌ଘାଟନ

ଦାରିଙ୍ଗବାଡ଼ି,୧୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ସନ୍ଧ୍ୟାରେ ଗସ୍ତ କରି ବୁଧବାର ବିଭିନ୍ନ ବ୍ଲକରେ ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ…

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ ପଢିବା…

ନବଦମ୍ପତି ହଜାଇଦେଲେ ମନ ପସନ୍ଦର ଜିନିଷ, ପାଇବା ପାଇଁ ଖେଳାଇ ଖୋଜିଲେ ୩୦ ଟନ୍‌ ଅଳିଆ

ମେଲ୍‌ବର୍ଣ୍ଣ: ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ରହୁଥିବା ନବଦମ୍ପତି ସେମାନଙ୍କ ମନ ପସନ୍ଦର ଏକ ଜିନିଷ ହଜାଇ ଦେଇଥିଲେ। ଫଳରେ ଏହାକୁ ପାଇବା ପାଇଁ ସେମାନେ ୩୦ ଟନ୍‌ର ଅଳିଆ…

ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌: ୮୪ ବର୍ଷୀୟ ଧାବକଙ୍କ ରେକର୍ଡ

କାନାଡା: ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌ରେ ଭାଗନେଇ ସବୁଠୁ ବୟସ୍କ ଧାବକ ହୋଇପାରିଛନ୍ତି କାନାଡାର ୮୪ ବର୍ଷୀୟ ରୟ ସ୍ବେନିଂସେନ୍‌। ଆଲବର୍ଟା ପ୍ରାନ୍ତର ରାଜଧାନୀ ଏଡମଣ୍ଟନ ନିବାସୀ ରୟ…

‘ଓସ୍କାର’ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ‘ଗଲି ବୟ’

ମୁମ୍ବାଇ: ବଲିଉଡ୍‌ପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର। ଓସ୍କାର ଆଓ୍ବାର୍ଡ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ଫିଲ୍ମ ‘ଗଲି ବୟ’। ଜୋୟା ଅଖ୍‌ତରଙ୍କ ଫିଲ୍ମ ‘ଗଲି ବୟ’ ଚଳିତବର୍ଷ…

ଶୀତଦିନେ ଖାଆନ୍ତୁ ଟମାଟୋ, ବିଭିନ୍ନ ସମସ୍ୟାରୁ ମିଳିବ ମୁକ୍ତି

ଶୀତଦିନେ ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଏହାକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ... -ଟମାଟୋରେ କ୍ୟାଲ୍‌ସିୟମ ଓ…

୪ କି.ମି. ଘୁଞ୍ଚିଲା ମସ୍‌ଜିଦ

ଆଙ୍କାରା: ଗୋଟିଏ ଜାତିର ଇତିହାସ ବଖାଣେ ପୁରାତନ ସ୍ମାରକୀ। ଏହାକୁ ସଂରକ୍ଷଣ କରିବା ଅର୍ଥ ପରପିଢ଼ି ପାଖରେ ସମୃଦ୍ଧ ଇତିହାସକୁ ସୁରକ୍ଷିତ ଭାବେ ପହଞ୍ଚାଇବା। ଏପରି ମହତ୍‌…

୨୦୦୮ ଜୟପୁର ବୋମା ବିସ୍ଫୋରଣ: ୪ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ଜୟପୁର,୧୮।୧୨: ରାଜସ୍ଥାନ ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ବିସ୍ଫୋରଣ ମାମଲାରେ ୧୧ ବର୍ଷ ପରେ ବୁଧବାର ବିଶେଷ ଅଦାଲତ ରାୟ ଦେଇଛନ୍ତି। ୪ ଅଭିଯୁକ୍ତଙ୍କୁ ଦୋଷୀ…

ସଂଖ୍ୟାଲଘୁଙ୍କ ଏକତା ହିଁ ଦେଶର ଶକ୍ତି

ନୂଆଦିଲ୍ଲୀ: ସଂଖ୍ୟାଲଘୁ ଅଧିକାର ଦିବସ ପ୍ରତିବର୍ଷ ୧୮ ଡିସେମ୍ବରରେ ପାଳନ କରାଯାଉଛି। ଭାରତରେ ସଂଖ୍ୟାଲଘୁମାନଙ୍କର ଅଧିକାରକୁ ଲୋକଲୋଚନକୁ ଆଣିବା ସହ ଏସମ୍ପର୍କରେ ସଚେତନତା ସୃଷ୍ଟିକରିବା ଏହି ଦିବସର…