ନିରଞ୍ଜନି ଆଖଡାରେ ମହନ୍ତ ଆଶିଷ ଗିରିଙ୍କ ଆତ୍ମହତ୍ୟା

ପ୍ରୟାଗରାଜ,୧୭।୧୧: ଉତ୍ତର ପ୍ରଦେଶର ଦରୟାଗଞ୍ଜ ଅଞ୍ଚଳରେ ଥିବା ନିରଞ୍ଜନି ଆଖଡାର ମହନ୍ତ ଆଶିଷ ଗିରି ରବିବାର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଉଚ୍ଚ ରକ୍ତଚାପ ଓ ପାକସ୍ଥଳି…

ବୃଦ୍ଧି ପାଇବ ଭାରତର ପ୍ରତିରକ୍ଷା ଶକ୍ତି: ଆମେରିକା ସହିତ କରାଯିବ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି

ନୂଆଦିଲ୍ଲୀ,୧୭।୧୧: ଭାରତ ଆମେରିକା ସହିତ ୭.୫ ବିଲିୟନ୍‌ ଡଲାରର ସାମରିକ ଚୁକ୍ତି ହେବ। ଚୁକ୍ତି ଅନୁସାରେ ଆମେରିକା ଭାରତକୁ ସି ଗାର୍ଡିୟନ୍‌ ଆର୍ମଡ୍‌ ଡ୍ରୋନ୍‌ ଏବଂ ନାଭାଲ୍‌…

ରିଲିଜ୍‌ ହେଲା ‘ୟାଦ ପିୟା କି ଆନେ ଲଗି’ର ରିକ୍ରିଏଟ୍‌ ଭର୍ସନ

ମୁମ୍ବାଇ: ବଲିଉଡ୍‌ ବିୟୁଟି ଦିବ୍ୟା ଖୋସଲାଙ୍କୁ କେତେ ଗୁଡିଏ ମ୍ୟୁଜିକ ଭିଡିଓରେ ଦେଖିବାକୁ ମିଳିଛି। ଏବେ ତାଙ୍କର ଆଉଏକ ଗୀତ ‘ୟାଦ ପିୟା କି ଆନେ ଲଗି’…

ଗଙ୍ଗା ପ୍ରଦୂଷଣ: ମୋଦି ସରକାର ଆଣିବେ ନୂଆ ଆଇନ; ୫ ବର୍ଷ ଜେଲ୍‌ ସହିତ ହୋଇପାରେ ୫୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭।୧୧: ଗଙ୍ଗା ପ୍ରଦୂଷଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଆଇନ ଆଣିବେ। ଏନେଇ ଶୀତ ଅଧିବେଶନରେ ପ୍ରସ୍ତାବ ଅଣାଯିବାର ସମ୍ଭାବନା ରହିଛି। ଏହା…

ରିଲିଜ୍‌ ଅପେକ୍ଷାରେ ‘ଗୁଡ୍‌ ନ୍ୟୁଜ’ ଟ୍ରେଲର୍‌

ମୁମ୍ବାଇ: ରୋମାଣ୍ଟିକ କମେଡି ଡ୍ରାମା ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ଟ୍ରେଲର୍‌ ସୋମବାର ରିଲିଜ୍‌ ହେବ ବୋଲି ଖିଲାଡି ବୟ ଅକ୍ଷୟ କୁମାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।…

ପର୍ଯ୍ୟଟନସ୍ଥଳୀ: ଐତିହାସିକ ସହର ଥରଂଗମ୍‌ବାଡି

ଥରଂଗମ୍‌ବାଡି ତାମିଲନାଡୁସ୍ଥିତ ଏମିତି ଏକ ସହର ଯେଉଁଠାକୁ ବର୍ଷସାରା ପର୍ଯ୍ୟଟକଙ୍କ ଯା’ଆସ ଲାଗିରହିଥାଏ। କାରଣ ଏହି ସହର ଐତିହାସିକ, ସାଂସ୍କୃତିକ ତଥା ପ୍ରାକୃତିକ ଦୃଷ୍ଟିକୋଣରୁ ବେଶ୍‌ ସମୃଦ୍ଧ।…

ମୁଣ୍ଡରେ ଗୋଲାପ ଖୋସି ର଼୍ୟାମ୍ପରେ ଚାଲି ଟ୍ରୋଲ୍‌ ହେଲେ ରାନୁ

ରେଳ ଷ୍ଟେଶନରେ ଗୀତ ଗାଇ ରାତାରାତି ସୋସିଆଲ ମିଡିଆ ସେନସେଶନ୍‌ ପାଲଟିଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ଦିନେ ନିଜ ପ୍ରତିଭା ଦ୍ୱାରା ସମସ୍ତଙ୍କ ଦୃଷ୍ଟି…

ଡିଜିଟାଲ ଡ୍ରେସ୍‌, ଦାମ୍‌ ଶୁଣିଲେ ହେବେ ଚକିତ

ଆଜିର ଯୁଗ ଡିଜିଟାଲ ଯୁଗ ଭାବେ ପରିଗଣିତ। ଅଧିକାଂଶ ସାମଗ୍ରୀ ଡିଜିଟାଲ ଉପାୟରେ ତିଆରି କରାଯାଉଛି। ଏବେ ଡ୍ରେସ୍‌ ବି ଡିଜିଟାଲ ହୋଇଗଲାଣି। ଦାମ୍‌ ମଧ୍ୟ ଢେର୍‌…

ଝୁଲନ୍ତା ଅବସ୍ଥାରେ ଯୁବତୀ, ଯୁବକଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୭।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ କୁନ୍ଦ୍ରଗୁଡ଼ା ନିକଟସ୍ଥ କାଜୁମିଲ୍‌ ପଛପଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବତୀ ଓ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କୋହଲିଙ୍କ ବିରାଟ ‘ହୃଦୟ’, ଜିତିଲେ ପ୍ରଶଂସକଙ୍କ ମନ

ଇନ୍ଦୋର,୧୭।୧୧:ଦେଶରେ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକଙ୍କ ସଖ୍ୟା ସର୍ବାଧିକ। ଭାରତୀୟ ଦଳ ଯେଉଁଠି କି ବି ଖେଳିବାକୁ ଗଲେ, ସବୁଠି ପହଞ୍ଚି ଯାନ୍ତି କୋହଲି ପ୍ରଶଂସକ। ନିକଟରେ…