୩୪ ବର୍ଷୀୟ ଏହି କ୍ରିକେଟର କହିଲେ, ଆଗାମୀ ୧୦ ବର୍ଷ ଭିତରେ ଅବସର ନେବାର ନାହିଁ

କ୍ରିକେଟର ମନୋଜ ତିଓ୍ବାରୀ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ କ୍ରିକେଟ ଖେଳିବାକୁ ଚାହୁଁଛନ୍ତି। ନିକଟରେ ଏକ ସାକ୍ଷାତକାରରେ ୩୪ ବର୍ଷୀୟ ମନୋଜ କହିଛନ୍ତି ମୁଁ ନିକଟ ଭବିଷ୍ୟତରେ…

୫ ଦିନରେ ୩ ହଜାର ଫୁଟ ଉଚ୍ଚା ପାହାଡ଼ ଚଢ଼ିଲେ ୧୦ ବର୍ଷ ବୟସ୍କା ବାଳିକା

କାଲିଫର୍ନିଆ,୧୭।୧୨: ଜଣେ ୧୦ ବର୍ଷ ବୟସ୍କା ବାଳିକା କାଲିଫର୍ନିଆର ୩ ହଜାର ଫୁଟ ଉଚ୍ଚା ପାହାଡ଼ ଇଏଲ୍‌ କ୍ୟାପଟେନ୍‌ ପାହାଡ଼ ଚଢ଼ି ରେକର୍ଡ କରିଛନ୍ତି। ସ୍ଥାନୀୟ ୟୋସେମିତେ…

ଅପରାଧିଙ୍କ ସହ ପ୍ରଥମ ରାତି କାଟିଲେ ଅଭିନେତ୍ରୀ

କୋଟା,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଇଥିବା ମହଙ୍ଗା ପଡିଛି। ଏହି ମାମଲାରେ ତାଙ୍କୁ ସୋମବାର…

ମୋଦିଙ୍କୁ ଟାର୍ଗେଟ କଲା ଶିବସେନା: ‘ଔଷଧ ମହଙ୍ଗା, ମୃତ୍ୟୁ ହେଲା ଶସ୍ତା’

ମୁମ୍ବାଇ,୧୭।୧୨: ମହାରାଷ୍ଟ୍ରର ଶିବସେନା ସରକାର ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଟାର୍ଗେଟ କରିଛନ୍ତି। ସାମ୍‌ନାର ସମ୍ପାଦକୀୟରେ ଶିବସେନା ଲେଖିଛି ଏବେ ଔଷଧର ଦାମ୍‌ ମହଙ୍ଗା ହେବା…

ଓ୍ବେସ୍କୋ ଡିଭିଜନ ଅଫିସ ସମ୍ମୁଖରେ ଗଣଧାରଣା

ସୁନ୍ଦରଗଡ,୧୭।୧୨(ଡି.ଏନ୍‌.ଏ.): ବେଆଇନ ନିଯୁକ୍ତି ବନ୍ଦ କରିବା, କାର୍ଯ୍ୟରତ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଦୋନ୍ନତି ଓ ଅନ୍ୟାନ୍ୟ ୫ ଦଫା ଦାବି ନେଇ ଓଡିଶା ରାଜ୍ୟ…

ନାଗରିକତା ସଂଶୋଧନ ଆଇନ ନେଇ ମୁହଁ ଖୋଲିଲା ଆମେରିକା: ଅଳ୍ପସଂଖ୍ୟକଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ଭାରତ ସରକାର

ଓ୍ବାଶିଂଟନ,୧୭।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶରେ ହିଂସା ଦେଖାଦେଇଛି। ଏନେଇ ଏବେ ଆମେରିକା ମୁହଁ ଖୋଲିଛି। ଆମେରିକା ଏବଂ ଭାରତ ସବୁବେଳେ ଧାର୍ମିକ ସ୍ବତନ୍ତ୍ରତାକୁ ଗୁରୁତ୍ୱ…

ଆଫଗାନିସ୍ତାନ: ପୃଥକ ପୃଥକ ବିସ୍ଫୋରଣରେ ୧୦ ମୃତ, ୧୭ ଆହତ

ଖୋଷ୍ଟ,୧୭।୧୨: ରାଜୌକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ ମଙ୍ଗଳବାର ସକାଳେ ଆଫଗାନିସ୍ତାନର ଖୋଷ୍ଟ ଅଞ୍ଚଳରେ ରାସ୍ତାକଡ଼ରେ ଖଞ୍ଜାଯାଇଥିବା ବୋମା ବିସ୍ଫୋରଣରେ ଅତିକମ୍‌ରେ ୧୦ ଜଣ ସାଧାରଣ ନାଗରିକଙ୍କ…

ଜାନୁୟାରୀରେ ପିସିସି ସଭାପତି ଘୋଷଣା ହେବ: ନିରଞ୍ଜନ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀରେ ପିସିସି ସଭାପତି ଏବଂ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଡିସେମ୍ବର…

ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି ଆସିଛି।…

ଧାନ ଅଭାବୀ ବିକ୍ରି: ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧୭।୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ବିକ୍ରି ସମସ୍ୟା ସମାଧାନ ନ ହେବାରୁ ପୁଣି ଚାଷୀମାନେ ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି । ସକାଳେ ଶତାଧିକ ଚାଷୀ ଅଇଁଠାପାଲି ଥାନା…