ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା…

ଅତଲାପୁର ପଞ୍ଚାୟତରେ ବ୍ୟାପକ ଦୁର୍ନୀତି : ବିଡିଓଙ୍କ ନିକଟରେ ଫେରାଦ ହେଲେ ପଞ୍ଚାୟତବାସୀ

ରସୁଲପୁର,୧୭।୧୨(ଡିଏନଏ)- ରସୁଲପୁର ବ୍ଲକ ବରୀ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତ ମଧ୍ୟରୁ ଶ୍ରେଷ୍ଠ ପୁରସ୍କାରପ୍ରାପ୍ତ ଅତଲାପୁର ପଞ୍ଚାୟତରେ ଦୁର୍ନୀତିର ଗନ୍ଧ ବାରିଛନ୍ତି ଜନସାଧାରଣ। ସରକାରଙ୍କ ଜନ୍ମଠାରୁ…

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର…

ଫନୀ ମହାବାତ୍ୟାକୁ ପୂରିଲା ସାଢେ ୭ ମାସ : କାରିଗରଙ୍କୁ ମିଳିଲାନି ସହାୟତା ରାଶି

ଯାଜପୁର ଅଫିସ,୧୭ା୧୨- ଫନୀ ବାତ୍ୟା ପାଇଁ ଜଳ ସମ୍ପଦ ବିଭାଗର କ୍ଷୟକ୍ଷତି ଆକଳନ କରାଯାଇ ୩୭୦କୋଟି ୪୦ ଲକ୍ଷ ୫୦ ହଜାର ଟଙ୍କାର ବିବରଣୀ ପ୍ରଦାନ କରାଯାଇଥିଲା।…

ସ୍ତ୍ରୀ ମୃତଦେହକୁ ଟ୍ରଲିରେ ବୋହିନେଲେ ସ୍ବାମୀ

ଉଦଳା,୧୭ା୧୨(ଡି.ଏନ୍‌.ଏ.)- ସ୍ତ୍ରୀଙ୍କ ମୃତଦେହକୁ ତାଙ୍କ ସ୍ବାମୀ ଟ୍ରଲିରେ ରଖି ବୋହି ନେବା ଭଳି ଏକ ଘଟଣା ପଦାକୁ ଆସିଛି। ସୋମବାର ସନ୍ଧ୍ୟାରେ ମୃତଦେହକୁ ଟ୍ରଲିରେ ନିଆଯାଉଥିବା ଖବରପାଇ…

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ…

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ…

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି ଅଟା…

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ…

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ…