ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା…

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର…

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା।…

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ…

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା…

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ…

୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ

ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି।…

ଅବହେଳିତ ବ୍ରହ୍ମପୁର ରେଳଷ୍ଟେଶନ : ମୌଳିକ ସୁବିଧାରୁ ବଞ୍ଚିତ ଯାତ୍ରୀ

ବ୍ରହ୍ମପୁର ଅଫିସ,୧୭ା୧୨-ବ୍ରହ୍ମପୁର ରେଳଷ୍ଟେଶନ ଉପରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ ଆସୁଥିବା ଯାତ୍ରୀମାନେ ନିର୍ଭର କରୁଛନ୍ତି। ପ୍ରତିଦିନ ଏହି ଷ୍ଟେଶନର ଉଭୟ ପଟୁ ଶତାଧିକ ଟ୍ରେନ…

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ…