୪୮ ଘଣ୍ଟା ପୂରିଲା, ଫେରାର କଏଦୀଙ୍କ ପତ୍ତା ମିଳୁନି: କର୍ମଚାରୀଙ୍କୁ ଦୋଷଦେଲେ କର୍ତ୍ତୃପକ୍ଷ

ଢେଙ୍କାନାଳ ଅଫିସ, ୧୬।୧୨: ଢିଲା ସୁରକ୍ଷା ବ୍ୟବସ୍ଥାକୁ ନେଇ ଚର୍ଚ୍ଚାକୁ ଆସିଛି ୧୦୦ ବର୍ଷ ପୁରୁଣା ଢେଙ୍କାନାଳ ଜିଲା କାରଗାର। ନାବାଳିକା ବଳାତ୍କାର ଭଳି ସଙ୍ଗିନ ମାମଲାର ବିଚାରାଧୀନ…

ପାନୀୟ ଜଳ ସଙ୍କଟରେ ଜାମ୍ବୁ ସାହି

ଖଜୁରିପଡ଼ା (ଡି.ଏନ.ଏ.)/ ବଲସକୁମ୍ପା,୧୬ା୧୨-ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ଏଥିସହ କେତେକ ଅଞ୍ଚଳରେ ଉଠା…

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍‌ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍‌ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଜାତୀୟ…

ବେଆଇନ ବାଲି ଚାଲାଣ ଅଭିଯୋଗ, ୭ ଗିରଫ: ୬ ଗାଡି, ମ୍ୟାଜିକ୍‌ ପେନ୍‌ ସହ ରସିଦ ବହି ଜବତ

ଆସିକା,୧୬ା୧୨ (ଡି.ଏନ୍‌.ଏ.)-ଆସିକା ଏନ୍‌ଏସି ସୁନାମ୍ବ ସାହି ଋଷିକୂଲ୍ୟା ନଦୀ ବାଲିଘାଟରୁ ବେଆଇନଭାବେ ବାଲି ଚୋରା ଚାଲାଣ କରୁଥିବା ଅଭିଯୋଗରେ ଶନିବାର ରାତିରେ ପୋଲିସ ୭ ଜଣଙ୍କୁ ଗିରଫ…

ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଝାଡ଼ଖଣ୍ଡର ୪ଟି ଜିଲାର ୧୫ ଆସନ ପାଇଁ ମତଦାନ ଆରମ୍ଭ

ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ…

ବଡ଼ ମେଡିକାଲର ଗୁମର କଥା: ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ପ୍ରହସନ

ବ୍ରହ୍ମପୁର ଅଫିସ,୧୬ା୧୨-ମହାରାଜ କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଦକ୍ଷିଣ ଓଡ଼ିଶାର ଏକ ମାତ୍ର ଭରସାଯୋଗ୍ୟ ହସ୍ପିଟାଲ। ଏହି ହସ୍ପିଟାଲ ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଖୋର୍ଦ୍ଧା…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି ବିଡିଏ…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି…

ବଜ୍ରକାପ୍ତା ଚାଲାଣ ରୋକିବାକୁ ପ୍ରୟାସ: ସୂଚନା ଦେଲେ ମିଳିବ ୧୦ହଜାର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବଜ୍ରକାପ୍ତା ଚୋରାଚାଲାଣ ବନବିଭାଗର ନିଦ ହଜାଇ ଦେଇଛି। ବନ୍ୟପ୍ରାଣୀ ଚୋରାଚାଲାଣରେ ବଜ୍ରକାପ୍ତାର ସବୁଠାରୁ ଅଧିକ କାରବାର ହୋଇଥାଏ। ଗତ କିଛିମାସ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ…

ଇସ୍ରୋର ମୋବାଇଲ ଲଞ୍ଚ୍‌ପ୍ୟାଡ୍‌ ଯୋଜନା

ବେଙ୍ଗାଲୁରୁ,୧୬ା୧୨: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଅନେକ ବଡ଼ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ କରିଛି। ଯଦି ସବୁକିଛି ଠିକ୍‌ ଚାଲେ ତେବେ ଆଗାମୀ ଦଶନ୍ଧିରେ ଇସ୍ରୋ…