ହାଟଡିହୀ,୧୬ା୧୨(ଡି.ଏନ୍.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ବଣପାହାଡ ଘେରାରେ ଜବାହର ନବୋଦୟ ବିଦ୍ୟାଳୟ ୧୯୮୬ରେ ଆରମ୍ଭ ହେବାପରଠାରୁ ବିଭିନ୍ନ ସମସ୍ୟା ନେଇ ଗତି କରିଚାଲିଛି। ଏହି…
ଭୁବନେଶ୍ୱର, ୧୬ା୧୨ (ସ୍ପୋଟର୍ସ ବ୍ୟୁରୋ)- ସ୍ଥାନୀୟ ସିଟି କ୍ଲବ ନୟାପଲ୍ଲୀ ଏବଂ ଓଡ଼ିଶା ଫୁଟ୍ଭଲି ଆସୋସିଏଶନ ଆନୁକୂଲ୍ୟରେ ମମତାଜ ଅଲୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ୟ ବାର୍ଷିକ…
ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ…
କପ୍ତିପଦା,୧୬ା୧୨(ଡ଼ିଏନ୍ଏ)- କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ଜଣେ ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍ ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ଡ଼ାକ୍ତରଖାନାରେ ହୋହଲ୍ଲା କରିବାରୁ କିଛି…
କୋଲ୍କାତା,୧୬ା୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିରୋଧରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ଆନ୍ଦୋଳନ…
ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’…
ବାରିପଦା ଅଫିସ,୧୬ା୧୨- ବାରିପଦା ସହରରେ ଚଳିତ ବର୍ଷ ଅପରାଧିକ କାର୍ଯ୍ୟକଳାପ ବିଗତ ବର୍ଷ ଅପେକ୍ଷା ବୃଦ୍ଧି ଘଟିଛି। ପୋଲିସ ଚାହିଁଲେ ସୁଦ୍ଧା ଅପରାଧକୁ କମାଇ ପାରୁ ନାହିଁ…
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶାରେ ଐତିହ୍ୟର ସଂରକ୍ଷଣ ଏବେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍ଆଇ) ଅଧୀନରେ ରାଜ୍ୟର ୭୯ କୀର୍ତ୍ତିରାଜି ରହିଥିବାବେଳେ ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱ…
କୁଆମରା,୧୬।୧୨(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ଗୋରୁହାଟରୁ ପଡ଼ୋଶୀ ପଶ୍ଚିମବଙ୍ଗକୁ ରାତ୍ରି ସମୟରେ ପିକ୍ଅପ ଭ୍ୟାନ ଯୋଗେ ବେଆଇନ ଭାବେ ଗୋ ଚାଲାଣ ହେଉଛି। ଉଦଳା ଉପଖଣ୍ଡରୁ ପ୍ରତି…
ବଣ୍ଡା,୧୬ା୧୨(ପି.ଟି.): ଅସ୍ତ୍ର(ସଂଶୋଧନ) ବିଲ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିବା ପରେ ଏହା ଆଇନରେ ପରିଣତ ହୋଇଛି। ଫଳରେ କୌଣସି ବ୍ୟକ୍ତି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିଥିବା…