ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ ତାଙ୍କ…

୧୩ଟି ମୁଦ୍ରା ବିବାହରେ କନ୍ୟାଙ୍କୁ ଦିଅନ୍ତି ବର..

ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ସାମାଜିକ ବ୍ୟବସ୍ଥା। ପୃଥିବୀର ବିିଭିନ୍ନ ସ୍ଥାନରେ ଏହାକୁ ନେଇ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ସ୍ପେନ୍‌ରେ ବିବାହ ସମୟରେ ବର କନ୍ୟାଙ୍କୁ ୧୩ଟି…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହାକୁ…

ଶୀତଦିନେ ମଟର ମିଳିଥାଏ। କଞ୍ଚା ମଟର ଖାଇଲେ ଶରୀରର ବହୁ ସମସ୍ୟା ଦୂରହୋଇଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ୍‌, କ୍ୟାଲସିୟମ୍‌,…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଚତୁର୍ଥ ପର୍ଯ୍ୟାୟରେ ମତଦାନ ଅଧିକାର ସାବ୍ୟସ୍ତ କରିବେ ୪୭ ଲକ୍ଷ ୮୫ ହଜାର ଭୋଟର

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ୪୭ ଲକ୍ଷ ୮୫ ହଜାର ୯ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୨୫…

୧୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଏହି ପ୍ରସିଦ୍ଧ ଖେଳାଳି

ବିଶ୍ୱ ଗଲ୍‌ଫର ସବୁଠୁ ବଡ଼ ନାମ ଟାଇଗର ଉଡ୍ସ। ଏହି ପ୍ରସିଦ୍ଧ ଖେଳାଳି ଏକଦା ୧୨୧ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ନିଜ ଆଡୁ କହିଥିଲେ।…

ଏନ୍‌ଆର୍‌ସି, ବିମୁଦ୍ରୀକରଣ ସହ ସମାନ: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୫।୧୨: ବିହାରର ଶାସକ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ତାଙ୍କ କଥାରେ ଅଡି ବସିଛନ୍ତି। ରବିବାର ସେ ପୁଣିଥରେ ଟୁଇଟ୍‌ କରି…

ପବନରୁ ପ୍ରସ୍ତୁତ ହେଉଛି ପାଣି, ବୋତଲର ଦାମ୍‌ ରହିଛି…

ଆଜିକାଲି ଦୁନିଆରେ କୌଣସି କଥା ଅସମ୍ଭବ ନୁହେଁ। ବୈଜ୍ଞାନିକମାନେ ସବୁ ଅସମ୍ଭବକୁ ସମ୍ଭବ କରିଦେଉଛନ୍ତି। ତେଲେଙ୍ଗାନାର ସିକନ୍ଦରାବାଦ୍‌ ରେଲଓ୍ବେ ଷ୍ଟେଶନକୁ ଦେଖୁନାହାନ୍ତି, ଏଠାରେ କେମିତି ପବନରୁ ପାଣି…

ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଆତଙ୍କବାଦୀଙ୍କ ପାଇଁ ଥିଲା ସତର୍କ ସୂଚନା: ଯେଉଁଠି ଲୁଚିଲେ ବି ସେଠି ପହଞ୍ଚିବ ଭାରତୀୟ ସେନା; କହିଲେ ପୂର୍ବତନ ବାୟୁସେନା ମୁଖ୍ୟ

ଚଣ୍ଡିଗଡ଼,୧୫।୧୨: ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀରର ବାଲାକୋଟ୍‌ରେ ଏୟାର ଷ୍ଟ୍ରାଇକ୍‌ କରାଯାଇଥିଲା। ଏହା ଦ୍ୱାରା ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲା ଯେ, ଯେଉଁଠି ଲୁଚିଲେ…

ପଶ୍ଚିମବଙ୍ଗ ଜଳୁଥିବା ବେଳେ ମମତା ବଂଶୀ ଫୁଙ୍କୁଛନ୍ତି: ଭାଜପା ନେତା

କୋଲକାତା,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ହୋଇଥିବା ବିରୋଧ ପ୍ରଦର୍ଶନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ…

ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତ କୋର୍ଟ ଚାଲାଣ

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁବ ସମାଜସେବୀ ସଂଗଠନର ଦୁଇ ପ୍ରମୁଖ…