ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ…

ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ: ସଙ୍କେତ ଦେଲେ ଶାହା

ନୂଆଦିଲ୍ଲୀ,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସମଗ୍ର ଉତ୍ତରପୂର୍ବ ଭାରତରେ ହିଂସା ଉପୁଜିଛି। କେବଳ ସେତିକି ନୁହେଁ ଏହାକୁ ନେଇ ବିଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଗଲାଣି।…

କରୀନାଙ୍କ ଡାଏଟ୍‌ ପ୍ଲାନ୍‌

କରୀନାଙ୍କୁ ସ୍କ୍ରିନ୍‌ରେ ଦେଖିବା କ୍ଷଣି ଫ୍ୟାନଙ୍କ ମନରେ ପ୍ରଶ୍ନ ଉଠେ କ’ଣ ଖାଉଛନ୍ତି? ଏତେ ସୁନ୍ଦର ଆଉ ସ୍ଲିମ୍‌ ରହୁଛନ୍ତି। ତେବେ ଜାଣନ୍ତୁ ତାଙ୍କ ଡାଏଟ୍‌ ପ୍ଲାନ୍‌…

ନ୍ୟାୟିକ ବ୍ୟବସ୍ଥାରେ ମଣିଷର ବିଚାର କ୍ଷମତାର ସ୍ଥାନ ନେଇ ପାରିବନି ଏଆଇ: ପ୍ରଧାନ ବିଚାରପତି

ନାଗପୁର,୧୫।୧୨: ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ସମ୍ପ୍ରତି ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ(ଏଆଇ)ର ପ୍ରଚଳନ ପାଇଁ ଯୋଜନା ନାହିଁ। ଏହା ଖୁବ୍‌ ଭଲ ପ୍ରଣାଳୀ ତେବେ ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାରେ…

ରାମଲୀଳା ମଇଦାନରୁ ପ୍ରଚାର ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ। ପାଖାପାଖି ୨ ମାସ ମଧ୍ୟରେ ଏଠାରେ ନିର୍ବାଚନ ଆୟୋଜନ କରାଯିବ। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ ଫେବୃୟାରୀରେ…

ମୁହାଁମୁହିଁ ଧକ୍କା ହୋଇ ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌ ଜଳିଯିବା ଘଟଣା: ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ଯୁଯୁମୁରା ଥାନା ନିକଟରେ ଶନିବାର ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର ଓ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ…

ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ

ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର ୧୪…

ରକ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହିଳା ଶୁଟର: ନିର୍ଭୟା ଦୋଷୀଙ୍କୁ ନିଜ ହାତରେ ଫାଶୀଦେବାକୁ ମାଗିଲେ ଅନୁମତି

ନୂଆଦିଲ୍ଲୀ,୧୫।୧୨: ଅନ୍ତରାଷ୍ଟ୍ରୀୟ ମହିଳା ଶୁଟର ବର୍ତ୍ତିକା ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରକ୍ତରେ ଏକ ଚିଠି ଲେଖିଛନ୍ତି। ନିର୍ଭୟା ମାମଲାର ଦୋଷୀଙ୍କୁ ମହିଳାଙ୍କ ହାତରେ ଫାଶୀ…

ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଲଣ୍ଡନରେ ବିରୋଧ ପ୍ରଦର୍ଶନ

ଲଣ୍ଡନ,୧୫।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ, ତ୍ରିପୁରା, ନାଗାଲାଣ୍ଡ ସମେତ ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ଏହାକୁ…

ମିଳୁନି ବିଧବା ଭତ୍ତା: ଦୁଃଖରେ ଦିନ କାଟୁଛନ୍ତି ପୁଷ୍ପଲତା

ଆଠଗଡ, ୧୫।୧୨(ସ୍ବ.ପ୍ର.): ତିଗିରିଆ ବ୍ଲକ ଅନ୍ତର୍ଗତ ଭିରୁଡା ପଞ୍ଚାୟତର ଗୋଡିଝରିଆ ଗ୍ରାମର ପୁଷ୍ପଲତା ବାରିକ ବିଧବା ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ସେ ବର୍ଷେ ହେବ ଏଥି…