ଭୁବନେଶ୍ୱର,୩।୮: ଓଡ଼ିଶା ଆସୁଛି ବଳଙ୍ଗା ପୀଡ଼ିତାଙ୍କ ମୃତଦେହ। ଦିଲ୍ଲୀରୁ ବିମାନ ଯୋଗେ ଓଡ଼ିଶା ଅଣାଯାଉଛି ମୃତଦେହ। ରାତି ୧୧ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ସୂଚନା ମିଳିଛି।…
ମୟୂରଭଞ୍ଜ,୩ା୮: ମୟୂରଭଞ୍ଜ ଜିଲାର ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟ (MSCBU) ଅଧୀନରେ ନର୍ସିଂ ଟେକ୍ନୋଲୋଜି ପାଠ୍ୟକ୍ରମରେ ଅଧ୍ୟୟନରତ ଛାତ୍ରୀମାନେ ଦୁଇ ବର୍ଷ ଧରି ପରୀକ୍ଷା…
ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ…
ନୂଆଦିଲ୍ଲୀ,୩ା୮: ଆମେରିକାରେ ଭ୍ରମଣ ପାଇଁ ଯାଇ ନିଖୋଜ ଥିବା ୪ ଜଣ ଭାରତୀୟ ବଂଶୋଦ୍ଭବ ବରିଷ୍ଠ ନାଗରିକଙ୍କର କାର୍ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଶନିବାର ରାତି ୯ଟା…
ଶ୍ରାବଣ ମାସର ଶେଷ ସୋମବାରରେ ବିଭିନ୍ନ ଶୈବ ପିଠରେ ଜଳ ଲାଗି ନେଇ ଗଡ଼ଗଡ଼ିଆ ଘାଟ ମହାନଦୀ ତଟରୁ ବାହାରୁଥିବା କାଉଡ଼ିଆ। ବଳଙ୍ଗା ପୀଡିତା ମୃତ୍ୟୁ ପରେ…
ଲାହୋର,୩ା୮: ଓ୍ବାଲର୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ (ଡବ୍ଲ୍ୟୁସିଏଲ୍)ର ପରବର୍ତ୍ତୀ ସଂସ୍କରଣରେ ପାକିସ୍ତାନ ଖେଳାଳିଙ୍କ ଭାଗନେବା ଉପରେ ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ରବିବାର କଟକଣା ଜାରି କରିଛି।…
ବେଙ୍ଗାଲୁରୁ,୩।୮: ବେଙ୍ଗାଲୁରୁରେ ଜଣେ କଲେଜ ଛାତ୍ରୀ ତାଙ୍କ ଟଙ୍କା ଦିଆ ବନ୍ଧୁ/ପେୟିଂ ଗେଷ୍ଟ(ପିଜି) ମାଲିକ ଆଶରଫଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି। ଛାତ୍ରୀଙ୍କ ଅଭିଯୋଗ…
ଧାମନଗର,୩।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆରଡ଼ି ଆଖଣ୍ଡଳମଣି ପୀଠକୁ ଜଳଲାଗି କରିବାକୁ ଯାଉଥିବା କାଉଡ଼ିଆଙ୍କ ପାଦ…
ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ…
କେନ୍ଦ୍ରାପଡ଼ା/ମାର୍ଶାଘାଇ,୩।୮(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଳପଡ଼ାସ୍ଥ ପୋଲ ଉପରୁ ଲୁଣାନଦୀକୁ ଜଣେ ଯୁବତୀ ରବିବାର ଡେଇଁପଡିଥିଲେ। ଯୁବତୀ ଜଣକ…