ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ:‘ଇଣ୍ଡୋନେସିଆ କ୍ୟାଲେଣ୍ଡରରେ ରହିବ ବାଲିଯାତ୍ରା’

କଟକ ଅଫିସ, ୧୩-୧୧:ଓଡ଼ିଶା ହେଉଛି ଇଣ୍ଡୋନେସିଆବାସୀଙ୍କ ଦ୍ୱିତୀୟ ଘର। ଓଡ଼ିଶା ସହିତ ଆମର ସମ୍ପର୍କ ଅତି ନିବିଡ଼। ବାଣିଜି୍ୟକ, ଆଧ୍ୟାତ୍ମିକ କ୍ଷେତ୍ରରେ ଓଡ଼ିଶା ସହିତ ଇଣ୍ଡୋନେସିଆର ଅନେକ…

ଡଙ୍ଗା ଭସାଇ ଫେରୁଥିବାବେଳେ ଦୁର୍ଘଟଣା, ୩ ମୃତ

ଯାଜପୁର ଟାଉନ/ କୋରେଇ, ୧୨।୧୧ (ଡିଏନଏ/ସ୍ବ.ପ୍ର): କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଡଙ୍ଗା ଭସାଇ ଫେରିବାବେଳେ ଏକ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୩ ଜୀବନ। ଯାଜପୁର ଜିଲା ପାଣିକୋଇଲି…

ଜଗା-କାଳିଆ ଅସ୍ତ୍ରୋପଚାର:‘ଲିମ୍‌କା ବୁକ୍‌’ରେ ସ୍ଥାନ ପାଇଲା

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କଠାରେ ହୋଇଥିବା ଅସ୍ତ୍ରୋପଚାର ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡ୍‌ସର ୨୦୨୦ ସଂସ୍କରଣ ପାଇଁ ସ୍ଥାନ ପାଇଛି। ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡା.…

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ):ଷୋଡଶ ବିଧାନସଭାର ଦ୍ୱିତୀୟ ତଥା ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେଉଛି। ଏହା ଡିସେମ୍ବର ୧୯ ଯାଏ ଚାଲିବ। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି।…

ଗ୍ରାମାଞ୍ଚଳରେ ବହୁତଳ କୋଠା ନିର୍ମାଣ ପାଇଁ କଟକଣା:ପ୍ଲାନ୍‌ ଅନୁମୋଦନ ଜରୁରୀ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ): ସହରତଳି ଅଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ମନଇଚ୍ଛା ବହୁତଳ କୋଠା, ବାସଗୃହ ପ୍ରକଳ୍ପ କିମ୍ବା ବ୍ୟବସାୟିକ ଗୃହ ନିର୍ମାଣ କରିହେବ ନାହିଁ। ଏଥିପାଇଁ ସହର ଯୋଜନା(ଟାଉନ ପ୍ଲାନିଂ)…

ଆଖୁ ରସରେ ସ୍ନାନ କଲେ ଲଡୁବାବା

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁବାବାଙ୍କ ପୀଠରେ ପାଞ୍ଚଦିନ ଧରି ଚାଲୁ ରହିଥିବା ପଞ୍ଚୁକ ଯାତ୍ରା ମଙ୍ଗଳବାର ଶେଷ ହୋଇଛି। ପବିତ୍ର ରାସପୂର୍ଣ୍ଣିମାରେ ଲଡ଼ୁବାବା କୈଳାସ ପର୍ବତ…

ଉଦ୍‌ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ ଧରି…

ଲୋକ ମହୋତ୍ସବ ପାଇଁ ଟେରାକୋଟା ସାମଗ୍ରୀ ପ୍ରସ୍ତୁତି ଆରମ୍ଭ: ତିଆରି ହେଉଛି ୮୬ ପ୍ରକାର ସାମଗ୍ରୀ

ନବରଙ୍ଗପୁର,୧୩।୧୧(ବି.ପ୍ର.)-ମାଟି ହେଉଛି ମାଆ ା ମାଟିକୁ ବ୍ୟବହାର କରି ଜୀବିକା ଅର୍ଜନ କରି ଆସୁଛନ୍ତିି ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ଗାଁର ୮୪ ପରିବାର ା…

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା ପ୍ରତ୍ୟୁଷରୁ…

ଅଜଣା ଜନ୍ତୁ ଆକ୍ରମଣରେ ୨୫ମେଣ୍ଢା ମୃତ

ଅମରପାଲି, ୧୩।୧୧ (ଡି.ଏନ.ଏ.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କୁମୁରସିଂହା ଗ୍ରାମରେ ସୋମବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢାଙ୍କର ମୃତ୍ୟୁ ହୋଇଛି।…