ପିଙ୍କ୍‌ବଲ୍‌ରେ ଭାରତୀୟ ଦଳର ଅଭ୍ୟାସ

ଇନ୍ଦୋର, ୧୩।୧୧(ପି.ଟି.)-ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ କ୍ରିକେଟ ଟେଷ୍ଟ ଏଠାରେ ଗୁରୁବାରଠାରୁ ଆରମ୍ଭ ହେବ। ଏହାପରେ କଲିକତାର ଇଡେନ ଗାର୍ଡେନରେ ଦ୍ୱିତୀୟ ଟେଷ୍ଟ ୨୨ ତାରିଖରୁ…

ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌: ଟପ୍‌-୧୦ରେ ସାଇ ପ୍ରଣୀଥ

ନୂଆଦିଲ୍ଲୀ, ୧୩।୧୧(ପି.ଟି.)-ମଙ୍ଗଳବାର ପ୍ରକାଶିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌ର ପୁରୁଷ ସିଙ୍ଗଲ୍ସ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି ଭାରତର ବି. ସାଇ ପ୍ରଣୀଥ। ସେ ପୂର୍ବ ର଼୍ୟାଙ୍କିଙ୍ଗ୍‌ଠାରୁ ଗୋଟିଏ ପାହାଚ…

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଖୋ ଖୋ: ଉତ୍କଳ ବିଶ୍ୱବିଦ୍ୟାଳୟକୁ ସର୍ବଭାରତୀୟ ଯୋଗ୍ୟତା

ଭୁବନେଶ୍ୱର, ୧୩।୧୧(ସ୍ପୋଟର୍‌ସ ବ୍ୟୁରୋ)-ପଶ୍ଚିମବଙ୍ଗର କଲ୍ୟାଣୀଠାରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ମହିଳା ଖୋ-ଖୋ ପ୍ରତିଯୋଗିତାରେ ଉତ୍କଳ ବିଶ୍ୱବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛି। ଫଳରେ ଦଳ ସର୍ବ ଭାରତୀୟ…

ଜାପାନ ପାରାବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୧୩।୧୧(କ୍ରୀଡ଼ା ପ୍ରତିନିଧି)-ଜାପାନ ପାରାବ୍ୟାଡ୍‌ମିଣ୍ଟନ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଚଳିତମାସ ୧୩ରୁ ୧୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ଜାପାନର ଟୋକିଓସ୍ଥିତ ୨୦୨୦ ପାରାଅଲିମ୍ପିକ୍‌ ଗେମ୍‌ ପାଇଁ ଉଦ୍ଦିଷ୍ଟ…

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଆରମ୍ଭ: ବାରବାଟୀରେ ଫ୍ଲଡଲାଇଟ୍‌ ମରାମତି; ଗ୍ୟାଲେରି ଅନୁଧ୍ୟାନ କଲା ସରକାରୀ ଏଜେନ୍ସି

କଟକ ଅଫିସ,୧୩ା୧୧- ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ପୂର୍ବରୁ ଷ୍ଟାଡିୟମର ନବକଳେବର ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ତ୍ତୃପକ୍ଷ ତତ୍ପର ହୋଇଛନ୍ତି।…

ଜୁଲାଇ-ସେପ୍ଟେମ୍ବର ଜିଡିପି ନମ୍ବର ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୧୩-୧୧: ନଭେମ୍ବର ୨୯ରେ ଜିଡିପି ତଥ୍ୟ ସମ୍ପର୍କରେ ଘୋଷଣା ହେବ। ଭାରତର ଜିଡିପି ୬ ବର୍ଷର ସବୁଠାରୁ ନିମ୍ନ ସ୍ତରରେ ଥିବାରୁ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ ହେବ…

ସରକାରଙ୍କ ସହଯୋଗ ଲୋଡ଼ିଲା ଭୋଡାଫୋନ

ନୂଆଦିଲ୍ଲୀ,୧୩-୧୧: ବିଭିନ୍ନ ବୈଧାନିକ ଦେୟ ବାବଦକୁ ପ୍ରାୟ ୯୦ ହଜାର କୋଟି ଟଙ୍କା ପ୍ରଦାନ କରିବାକୁ ଟେଲିକମ୍‌ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିକଟରେ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ…

୪.୨%କୁ ଖସିପାରେ ଜିଡିପି

ନୂଆଦିଲ୍ଲୀ,୧୩-୧୧: ଚଳିତ ଆର୍ଥିକ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୪.୨%କୁ ହ୍ରାସ ଘଟିପାରେ। ଅଟୋମୋବାଇଲ କ୍ଷେତ୍ରରେ ବିକ୍ରି ହ୍ରାସ, ଏୟାର ଟ୍ରାଫିକ ମନ୍ଥରତା, ପ୍ରମୁଖ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଶୀତଦିନେ ଖାଆନ୍ତୁ ଏହି ଶାଗ…

ମୂଳା ଶାଗରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ଶୀତ ଦିନେ ନିୟମିତ ମୂଳା ଶାଗ ଖାଇଲେ ବ୍ଲଡ୍‌ ସୁଗାର୍‌ ଲେଭଲ୍‌…