ବିକାଶନୁ ବହୁତ୍‌ ଦୂରେ କଛାରପଡ଼ାବାସୀ

କୋକସରା, ୧୩ା୧୨(ଡି.ଏନ୍‌.ଏ.)- ଝାର ଜଂଗଲ, ପାହାଡ଼ ପରବତ୍‌ ଘେରା କଳାହାଣ୍ଡି ଜିଲାରେ ଆଏଜ୍‌ ବି ଅନେକ ଗଁାଗଁଡ଼ାର ଲୋକ୍‌ ସାଧାରନ ମଉଲିକ ସୁବିଧାରୁ ବଁଚିତ୍‌ ହେଇ ରହିଛନ୍‌।…

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ ଲୋକ୍‌…

ଆସାମବାସୀ ଚିନ୍ତା କରନ୍ତୁନି: ମୋଦି

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି)କୁ ବିରୋଧକରି ଆସାମରେ ଚାଲିଥିବା ବିକ୍ଷୋଭ ହିଂସାର ରୂପ ନେଇଥିବାବେଳେ ନୂଆ ଆଇନକୁ ନେଇ ଚିନ୍ତା କରିବାର କିଛି ନାହିଁ ବୋଲି ପ୍ରଧାନମନ୍ତ୍ରୀ…

ଦିବ୍ୟାଙ୍ଗ ଦୁର୍ଜନକୁଁ ଥଇଥାନ କଲା ପରଶାସନ

ଗଣ୍ଡତୁରୁମ, ୧୩।୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକର ଭିନେ ଭିନେ ଗଁାରେ ବୁଲି ଭିଖ୍‌ ମାଗି ପେଟ୍‌ ପାଲୁଥିବାର ପରିଚଏହୀନ ଦିବ୍ୟାଙ୍ଗ ଦୁର୍ଜନକୁଁ ଥଇଥାନ ଲାଗି…

ସିଏବିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ ସଂଶୋଧନ ବିଲ୍‌(ସିଏବି)କୁ ଇଣ୍ଡିଆନ ୟୁନିୟନ ମୁସ୍‌ଲିମ ଲିଗ୍‌ (ଆଇୟୁଏମ୍‌ଏଲ୍‌) ଗୁରୁବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ଏହା ସମାନତା ମୌଳିକ ଅଧିକାରର ଉଲ୍ଲଂଘନ କରୁଛି ଏବଂ ଧର୍ମ…

କ୍ୟାନ୍‌ସରରେ ପୀଡ଼ିତ ଗୌରାଙ୍ଗ: ଉଷୋ ଲାଗି ମା’ର ଭତା ଟଁକା ସାହାଭରସା

ଜାମଟିକ୍ରା, ୧୩।୧୨(ଡି.ଏନ.ଏ.)-ବରଗଡ଼ ଜିଲା ଅତାବିରା ବ୍ଳକ ବୁଗବୁଗା ପଁଚେତ୍‌ ଖଲିଆପାଲି ଦୀପଟିକ୍ରାର ଗୌରାଙ୍ଗ ଦୀପ (୪୫)। ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଯାହା ସଁଚିଥିଲେ ଚିକିଛାରେ…

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ…

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ…

ପୌରପାଳିକାରେ ଆରମ୍ଭ ହେଲା ‘ମୋ ସରକାର’: ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧୨-ଅନୁଗୋଳ ପୌରପାଳିକାରେ ମୋ ସରକାର ସେଲ୍‌ ଗୁରୁବାରଠାରୁ ଖୋଲାଯାଇଛି। ଏଣିକି ଅଭିଯୋଗ ନେଇ ପୌର କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ତୁରନ୍ତ ବସିବା ପାଇଁ ଚୌକି…

ଜନ୍ମଦିନରେ ଚାଲିଗଲା ଜୀବନ: ଟ୍ରକ୍‌ ଧକ୍କାରେ ମା’ଓ ପୁଅ ମୃତ

ଅନୁଗୋଳ ଅଫିସ, ୧୩।୧୨-ପୁଅର ଜନ୍ମଦିନ ଥିବାରୁ ଧରମ ଅଜାଙ୍କ ସହ ସ୍କୁଟିରେ ବୁଢ଼ୀ ଠାକୁରାଣୀ ମନ୍ଦିର ଆସିଥିଲେ ମା’ ଓ ପୁଅ। ସେଠାରେ ପୂଜାର୍ଚ୍ଚନା ସାରି ଘରକୁ…