ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ ଶାନ୍ତି…

ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କଲେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୨ା୧୧: ଶେଷ ହେଲା ଧର୍ମମାସ କାର୍ତ୍ତିକ। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମଙ୍ଗଳବାର ରତ୍ନସିଂହାସନରେ ବିରାଜିତ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି।…

କଦଳୀ ପଟୁଆ ଓ ସୋଲ ଡଙ୍ଗାରେ ଉଚ୍ଛୁଳିଲା ବେଳାଭୂମି, ପୁଷ୍କରିଣୀ

ପୁରୀ ଅଫିସ, ୧୨ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମଙ୍ଗଳବାର ଡଙ୍ଗା ଭସା ଏବଂ ଠାକୁରଙ୍କ ଦର୍ଶନ ସହ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି ବ୍ରତଧାରୀ। ଉତ୍କଳୀୟ ନୌବାଣିଜ୍ୟ…

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା ଭସାଇଛନ୍ତି…

ମଧୁବାଲାଙ୍କ ଉପରେ ବାୟୋପିକ୍‌ ନିର୍ମାଣ କରିବେ ଇମ୍‌ତିଆଜ୍‌ ଅଲ୍ଲୀ

ବମ୍ବେ: ବେଗମ୍‌ ମୁମତାଜ ଜେହାନ ଦେହଲବୀ ଓରଫ ମଧୁବାଲାଙ୍କ ଜୀବନକାହାଣୀ ଉପରେ ନିର୍ମିତ ହେବ ବାୟୋପିକ୍‌। ଲୋକପ୍ରିୟ ଫିଲ୍ମ ନିର୍ମାତା ଇମ୍‌ତିଆଜ ଅଲ୍ଲୀ ଏହାକୁ ନିର୍ମାଣ କରିବେ।…

ଆୟୁଷ୍ମାନଙ୍କ ୭ମ ହିଟ୍‌ ଫିଲ୍ମ ‘ବାଲା’: ୪ ଦିନରେ ୫୦ କୋଟି କ୍ଲବରେ ହେଲା ସାମିଲ

ବମ୍ବେ: ଖିଲାଡ଼ି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ପରେ ବଲିଉଡରେ ଗୋଟିଏ ପରେ ଗୋଟିଏ ହିଟ୍‌ ଦେଉଥିବା ଅଭିନେତା ପାଲଟିଛନ୍ତି ଆୟୁଷ୍ମାନ ଖୁରାନ୍ନା। ଶୁକ୍ରବାର ରିଲିଜ ହୋଇଥିବା ‘ବାଲା’…

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି: ରାମନାଥ କୋବିନ୍ଦ ଦେଲେ ମଞ୍ଜୁରୀ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୮ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ହେବାରୁ ଶେଷରେ ସେଠାରେ ରାଷ୍ଟ୍ରପତି ଶାସନ…

ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ…

ଜମ୍ମୁ-କଶ୍ମୀର ସଡକ ଦୁର୍ଘଟଣାରେ ଗଲା ୧୬ ଜୀବନ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ…

ରାଶିଫଳ: ବୁଧବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ମଧ୍ୟାହ୍ନରେ ଘର ଅପେକ୍ଷା ବାହାର ଲୋକମାନଙ୍କ ସକାଶେ ବିଶେଷ ସମୟ ଦେଇପାରନ୍ତି। କାର୍ଯ୍ୟଗୁଡିକ…