ଆନ୍ଧ୍ର ପ୍ରଦେଶର ନୂଆ ଶିକ୍ଷାନୀତି ଆଣିପାରେ ପରିବର୍ତ୍ତନ

ବିଜୟଓ୍ବାଡା,୧୨।୧୧: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌ ଜଗନମୋହନ ରେଡ୍ଡୀ କିଛିଦିନ ପୂର୍ବରୁ ଘୋଷଣା କରିଥିଲେ କି ଯେଉଁ ଗରିବ ମା’ମାନେ ସେମାନଙ୍କ ପିଲାଙ୍କୁ ସ୍କୁଲ ପଠାଉଛନ୍ତି ସେମାନଙ୍କୁ…

ଓଡ଼ିଶା ଫେଷ୍ଟରେ ସୁଦାମଙ୍କ ବାଲୁକା କଳା

ପୁରୀ ଅଫିସ, ୧୨।୧୧: ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ମୁମ୍ବାଇରେ ଆୟୋଜିତ ଓଡ଼ିଶା ଫେଷ୍ଟରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ ବାଲୁକା କଳା ଏବଂ ସ୍ୟାଣ୍ଡ ଆନିମେଶନ…

ମୁନ୍ନି ପରେ ‘ମୁନ୍ନା ବଦ୍‌ନାମ୍‌ ହୁଆ’..ଗୀତ ରିଲିଜ୍‌

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ୍‌ ହେବା ପରେ ଏବେ ବ୍ୟାକ୍‌ ଟୁ ବ୍ୟାକ୍‌ ଗୀତ୍‌ଗୁଡିକ ମଧ୍ୟ ରିଲିଜ୍‌ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦ୍‌ନାମ ହୁୟି..ଗୀତଟି ଦର୍ଶକଙ୍କଠାରେ…

୨୦ହଜାର ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ଟଙ୍କା

କଟକ ଅଫିସ, ୧୨।୧୧:୨୦ହଜାରରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ କାଳିଆ ଯୋଜନା ବାବଦ ଟଙ୍କା ଯାଇଛି। ଏମାନଙ୍କୁ କିଏ ହିତାଧିକାରୀ ଚିହ୍ନଟ କଲା ଓ ଏହି ଅଯୋଗ୍ୟଙ୍କୁ…

ଦେଶର ବିଭିନ୍ନ ଅଞ୍ଚଳରେ ବୁଲିବୁଲି ପାଠ ପଢ଼ାଉଛନ୍ତି ସାଇକେଲ୍‌ ଗୁରୁ

ମିର୍ଜାପୁର,୧୨।୧୧: ସାଇକେଲରେ ଭ୍ରମଣ କରି ଦେଶର ବିଭିନ୍ନ ଅଞ୍ଚଳରେ ପାଠ ପଢ଼ାଉଛନ୍ତି ସାଇକେଲ ଗୁରୁ ଆଦିତ୍ୟ କୁମାର। ସେ ଦେଶର ବିଭିନ୍ନ ରାଜ୍ୟ ଭ୍ରମଣ କରି ୫…

୧୪ରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୧୯’: ଅଂଶଗ୍ରହଣ କରିବେ ୩ ହଜାର ଶିକ୍ଷାର୍ଥୀ

ଭୁବନେଶ୍ୱର, ୧୨।୧୧:(ବ୍ୟୁରୋ): ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଆସନ୍ତା ୧୪ରୁ ତିନିଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୧୯’ ଆରମ୍ଭ ହେବ। ତିନିଦିନ ବ୍ୟାପୀ ଏହି ମହୋତ୍ସବ…

ଭେଣ୍ଟିଲେଟରରେ ସୁର ସାମ୍ରାଜ୍ଞୀ

ମୁମ୍ବାଇ,୧୨।୧୧: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ଶ୍ୱାସକ୍ରିୟାରେ ସଂକ୍ରମଣ ଯୋଗୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ସୋମବାର ତାଙ୍କୁ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଭାରତୀୟ ବୋଲରଙ୍କ କୀର୍ତ୍ତିମାନ, କ୍ରିକେଟ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ବର୍ଷରେ ୩ ଜଣ ବୋଲର ନେଲେ ହ୍ୟାଟ୍ରିକ୍‌

ସାଧାରଣତଃ ଭାରତୀୟ କ୍ରିକେଟ ଇତିହାସରେ ବ୍ୟାଟ୍ସମ୍ୟାନ୍‌ ଅପେକ୍ଷା ବୋଲରଙ୍କ ପ୍ରଭାବ କମ୍‌ ଥିବା କୁହାଯାଏ। କିନ୍ତୁ ଭାରତୀୟ ବୋଲର ଏହାକୁ ଭୁଲ୍‌ ପ୍ରମାଣିତ କରିଛନ୍ତି। ଏବେ ବୋଲରମାନେ…

ମହିଳା ସମେତ ୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ଚଣ୍ଡିଗଡ଼,୧୨।୧୧: ପଞ୍ଜାବ ପୋଲିସର ଅପରେଶନ୍‌ ସେଲ୍‌ ପକ୍ଷରୁ ୨ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଉକ୍ତ ୨…

ଆବୁଧାବୀରେ ଅନ୍ତର୍ଜାତୀୟ ପେଟ୍ରୋଲିୟମ ସମ୍ମିଳନୀ: ‘ତୈଳ, ଗ୍ୟାସ କ୍ଷେତ୍ରରେ ୧୦୦ ବିଲିୟନ ପୁଞ୍ଜି ନିବେଶ କରିବ ଭାରତ’

ଭୁବନେଶ୍ୱର,୧୨।୧୧:(ବ୍ୟୁରୋ): ତୈଳ ଓ ଗ୍ୟାସ କ୍ଷେତ୍ରରେ ବିଶ୍ୱ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଆମର ଲକ୍ଷ୍ୟ। ଏହି ମର୍ମରେ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପ୍‌ଲାଇନ ଏବଂ ଗ୍ୟାସ…