ପୁରୀ ଅଫିସ,୧୨ା୧୧: କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ସୋମବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼…
ଅମ୍ରିତସର,୧୨।୧୧: ପଞ୍ଜାବର ଅମ୍ରିତସରରେ ଥିବା ସ୍ବର୍ଣ୍ଣ ମନ୍ଦିରରେ ଶିଖ୍ ଧର୍ମଗୁରୁ ଗୁରୁ ନାନକ ଦେବଙ୍କ ଜୟନ୍ତୀ ଅବସରରେ ମଙ୍ଗଳବାର ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ଶ୍ରଦ୍ଧାଳୁମାନେ…
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ବାତ୍ୟା ବୁଲ୍ବୁଲ୍ ପ୍ରଭାବରେ କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, ଯାଜପୁର, ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହି ସବୁ…
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ‘ମିସ୍ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା ଗ୍ରାଣ୍ଡ୍ ଫିନାଲେରେ ରହିଛନ୍ତି ଓଡ଼ିଆ ଝିଅ। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ହେଉଥିବା ଏହି ପ୍ରତିଯୋଗିତାର ଫାଇନାଲିଷ୍ଟ ହୋଇପାରିଛନ୍ତି ପ୍ରତୀକ୍ଷା ମିଶ୍ର।…
ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା…
ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍ ଅଲ୍ଆଉଟ୍ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍ ଅଞ୍ଚଳରେ…
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ମାତାପିତାଙ୍କ ପାଇଁ ସେମାନଙ୍କ ପିଲା ସବୁକିଛି। ଜୀବନର ସମସ୍ତ ଦୁଃଖକଷ୍ଟ ସହି ନିଜ ସନ୍ତାନସନ୍ତତିଙ୍କୁ ବଢ଼ାଇବା ସହ ସେମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ…
ଥଣ୍ଡା ଥଣ୍ଡା ଆଇସ୍ କ୍ୟୁବ୍କୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବି ବ୍ୟବହାର କରିପାରିବେ। ଏହା ବିଭିନ୍ନ ପନିପରିବା ରସରେ ତିଆରି ହୋଇଥିବାରୁ ତ୍ୱଚା ପାଇଁ ବରଦାନ ପାଲଟିଯିବ।…
ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ ଅଧଘଣ୍ଟା…
ଦିଲ୍ଲୀ,୧୨ା୧୧(ଆଇଏଏନ୍ଏସ୍)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ ବୋଲି…