୬ ବର୍ଷ ହେବ ଗାଁରୁ ବାସନ୍ଦ ପରିବାର: ଅଭିଯୋଗସତ୍ତ୍ୱେ ପ୍ରଶାସନ ନୀରବ

ଗୋପ,୧୨।୧୨(ଡି.ଏନ.ଏ.): ଗୋପ ଥାନା ଅଧୀନ ଦେସ୍ଥଳୀ ଗ୍ରାମର ରାମଚନ୍ଦ୍ର ଦାସ (୭୨) ଜମିଜମା ବିବାଦ କାରଣକୁ ନେଇ ଗତ ଛଅ ବର୍ଷ ହେବ ସମ୍ପୂର୍ଣ୍ଣ ପରିବାରକୁ ବାସନ୍ଦ…

ଗ୍ରାଏମ୍‌ ସ୍ମିଥ୍‌ଙ୍କୁ ନୂଆ ଦାୟିତ୍ୱ

କେପ୍‌ ଟାଉନ, ୧୨।୧୨- ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଗ୍ରାଏମ୍‌ ସ୍ମିଥ୍‌ଙ୍କୁ ନୂଆ ଦାୟିତ୍ୱ ମିଳିଛି। କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ଡିରେକ୍ଟର ଅଫ୍‌ କ୍ରିକେଟ୍‌ ନିର୍ଦ୍ଦେଶକ…

ଲଘୁ ଖଣିଜ ଚୋରି ରୋକିବାକୁ ୧୦ ଜିଲାପାଳଙ୍କୁ ଚିଠି

କଟକ ଅଫିସ,୧୨।୧୨: କେନ୍ଦ୍ରାଞ୍ଚଳ ଅଧୀନ ୧୦ଟି ଜିଲାରେ ଆଖିବୁଜା ଲଘୁ ଖଣିଜଦ୍ରବ୍ୟ ଚୋରି ହେଉଛି। ଏହି ଚୋରିକୁ ରୋକିବା ପାଇଁ ଆର୍‌ଡିସି ଅନିଲ କୁମାର ସାମଲ ୧୦…

ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ…

ଶ୍ରୀସେତୁ ପାଇଁ ଚାଲିଛି ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୨।୧୨: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟସ୍ଥଳୀ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀକ୍ଷେତ୍ରକୁ ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀ ଭାବେ ଠିଆ କରିବାକୁ ଦୀର୍ଘମିଆଦୀ ରୋଡ୍‌ ମ୍ୟାପ…

ରେଳ ଲାଇନ୍‌ରେ ଶୌଚ କରି ୪୭ ଗିରଫ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରେଳପଥରେ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଟ୍ରାକ୍‌ରେ ଶୌଚ ନ କରିବାକୁ ଭାରତୀୟ ରେଳପଥ ପକ୍ଷରୁ ସଚେତନ କରାଯାଉଛି। ଭୁବନେଶ୍ୱର ଆରପିଏଫ ପୋଷ୍ଟ ଟ୍ରାକ୍‌ରେ ଶୌଚ କରୁଥିବା…

ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଗୁରୁବାର ଆସିବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ପୂର୍ବାହ୍ନ ୧୧ଟା…

ଜଣଙ୍କ ସହ ୪ ବର୍ଷ ଲିଭ୍‌-ଇନ୍‌ ରିଲେସନ୍‌ଶିପରେ ରହି ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିଲେ ଏହି କ୍ରିକେଟର

ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ମସିହା ଡିସେମ୍ବର ୧୨ରେ ଚଣ୍ଡିଗଡରେ ଜନ୍ମଗ୍ରହଣ କରିଥିବା ଯୁବରାଜ କ୍ରିକେଟରେ…

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା…

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ-ଗଭର୍ନରଙ୍କ…