ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କଲେ ସଫ୍ଟଓ୍ବେୟାର ଇଞ୍ଜିନିୟର

ହାଇଦ୍ରାବାଦ୍‌,୧୧।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର। ସନ୍ଦୀପ ନାମକ ଏହି ଯୁବକ ଜଣଙ୍କ ନିଜ…

ଗୋଟିଏ ପୋଷ୍ଟରରେ ନଜର ଆସିଲେ ଇମ୍ରାନ-ସିଦ୍ଧୁ

ଜିରକପୁର,୧୧।୧୧: କଂଗ୍ରେସର କେତେଜଣ ସମର୍ଥକ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ତମ ପ୍ରକାଶ ପର୍ବ ଅବସରରେ ଜିରକପୁରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଓ କଂଗ୍ରେସ ନେତା…

ଅଜିତ ପାଓ୍ବାରଙ୍କ ସହ ଯୋଗାଯୋଗରେ ଭାଜପାର ୭ ବିଧାୟକ: ଇସ୍ତଫା ଦେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୧୧।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ହାଇ ଭୋଲଟେଜ୍‌ ଡ୍ରାମା ଲାଗିରହିଛି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ୭ ବିଧାୟକ ଏନ୍‌ସିପି…

ଏହି ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ରହିଛି ହେଲିକପ୍ଟର…

ଚାଇନାରେ ରହିଛି ଏପରି ଗାଁ ଯେଉଁଠି ସମସ୍ତେ କୋଟିପତି। ଏହାକୁ ‘ସୁପର ଭିଲେଜ’ କୁହାଯାଇଥାଏ। ଗାଁରେ ସବୁ ଲୋକଙ୍କ ପାଖରେ ଭଲ ଘର ଏବଂ ଗାଡି ଅଛି।…

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ମହିଳା ଗୁରୁତର

ଦେବଗଡ଼,୧୧।୧୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଅଞ୍ଚଳରେ ହାତୀ ଆକ୍ରମଣରେ ସୋମବାର ସକାଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଲୁଲଙ୍ଗ…

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ : ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କଲେ ମନ୍ତ୍ରୀ

ବିଜେପୁର,୧୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରରେ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାମ ଉନ୍ନୟନ ଓ ଶ୍ରମ…

୨୧ ଦିନରେ ତେଜସ୍‌ର ଲାଭ ୭୦ ଲକ୍ଷ

ନୂଆଦିଲ୍ଲୀ,୧୧।୧୧: ଦେଶର ପ୍ରଥମ ଘରୋଇ ଟ୍ରେନ୍‌ ତେଜସ୍‌ ୨୧ ଦିନରେ ୭୦ ଲକ୍ଷ ଟଙ୍କାର ଲାଭ କରି ପାରିଛି। ଅକ୍ଟୋବର ୫ରୁ ଏହାର ଯାତ୍ରା ଆରମ୍ଭ କରିଥିଲା।…

କାର୍ତ୍ତିକ ଶେଷ ସୋମବାର : ଦୂତିକେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଓଡ଼ଗାଁ,୧୧।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାବା ଦୂତିକେଶ୍ୱର ମହାଦେବଙ୍କ ପୀଠରେ କାର୍ତ୍ତିକ ଶେଷ ସୋମବାରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଭୋର୍‌ରୁ ଭକ୍ତମାନେ ଧାଡ଼ିରେ…

୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ଏଥର ରହିଛି ୩୦ଟି କାର୍ଯ୍ୟଦିବସ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଗତ ହେବାର ରହିଛି।…

ଭୁବନେଶ୍ୱର ଚାଲାଣ ବେଳେ ମଦ ଜବତ: ଡ୍ରାଇଭର, ବେପାରୀ ଅଟକ

ବନ୍ତଳା,୧୧।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଶଙ୍ଖପୁର-ବନ୍ଦଣପଶି ରାସ୍ତାରେ ସୋମବାର ପୋଲିସ ଚଢ଼ାଉ କରି ୩୦୦ ଲିଟର ମଦ ଜବତ କରିଛି। ବେଆଇନ ମଦ ଚାଲାଣ…