ବୁଲା କୁକୁର ସହ ଖେଳିଲେ ବିରୁଷ୍କା

ଅଭିନେତ୍ରୀ ଅନୁଷ୍କା ଶର୍ମା ସ୍ବାମୀ ବିରାଟ କୋହଲିଙ୍କ ସହ ଏବେ ଭୁଟାନରେ ଛୁଟି କାଟୁଛନ୍ତି। ପ୍ରତିଦିନ ଉଭୟଙ୍କ ନୂଆ ନୂଆ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା: ଉଦ୍ଧାର କାର୍ଯ୍ୟ ଜାରି

ହାଇଦ୍ରାବାଦ୍‌,୧୧।୧୧: ହାଇଦ୍ରାବାଦ୍‌ରେ ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସ୍ଥାନୀୟ କାଚିଗୁଡ଼ା ରେଳ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି।…

ବେଙ୍ଗାଲୁରୁ ରେଳ ପ୍ରୋଜେକ୍ଟ ଉଦ୍‌ଘାଟନ କଲେ ଶ୍ରମିକଙ୍କ ଝିଅ

ବେଙ୍ଗାଲୁରୁ,୧୧।୧୧: ବେଙ୍ଗାଲୁରୁରେ ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଦକ୍ଷିଣ-ପଶ୍ଚିମ ରେଳ ବିଭାଗ ଦ୍ୱାରା ଏକ ପ୍ରୋଜେକ୍ଟ ଉଦ୍‌ଘାଟନ କରାଯାଇଥିଲା। ଯାହାକୁ ମନ୍ତ୍ରୀ, ଅଧିକାରୀ କି କୌଣସି…

ଦ୍ୱିତୀୟ ଟି୨୦: ଭାରତୀୟ ମହିଳା ୧୦ ଉଇକେଟରେ ବିଜୟୀ ଶେଫାଳି, ଦୀପ୍ତିଙ୍କ ଚମତ୍କାର ପ୍ରଦର୍ଶନ

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ)- ଅଫ୍‌ ସ୍ପିନର ଦୀପ୍ତି ଶର୍ମାଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୪-୦-୧୦-୪) ଓ ଟିନଏଜ ବ୍ୟାଟିଂ ସେନସେସନ ଶେଫାଳି ବର୍ମାଙ୍କ ଅପରାଜିତ ଅର୍ଦ୍ଧଶତକ…

ବୁଲ୍‌ବୁଲ୍‌ ସମ୍ପର୍କରେ ରିପୋର୍ଟ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ରାଜନଗର,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ବୁଲ୍‌ବୁଲ୍‌ ବାତ୍ୟାର ସମୀକ୍ଷା କରିଛନ୍ତି। ଜିଲାର ସବୁଠୁ କ୍ଷୟକ୍ଷତି ଅଞ୍ଚଳ ଭାବରେ ରାଜନଗର…

ବିମାନରେ ଜନ୍ମଦିନ ପାଳିଲେ ତେଜସ୍ବି: ଫଟୋ ଭାଇରାଲ

ପାଟନା,୧୧।୧୧: ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବି ଯାଦବ ଏକ ଚାର୍ଟର୍ଡ ବିମାନରେ ଜନ୍ମଦିନ ପାଳିବାର କିଛି…

୩ ମାସ ପରେ ଜମ୍ମୁ-କଶ୍ମୀରରେ ଆରମ୍ଭ ହେଲା ରେଳ ସେବା

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର ବାରମୁଳାରୁ…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୩ କୋର୍ଟଚାଲାଣ

ରାଇସୁଆଁ, ୧୧।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ହେସେଲଘୁଟ ସାହିରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ…

ଦିଲ୍ଲୀର ପ୍ରଦୂଷଣ ପାଇଁ ବାତିଲ ହେଲା ଫିଲ୍ମ ଦୋସ୍ତାନା-୨ର ଶୁଟିଂ

ନୂଆଦିଲ୍ଲୀ,୧୧।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ ସାଧାରଣ ଜନତାଙ୍କ ସହ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଏଥିପାଇଁ ଦିଲ୍ଲୀରେ ହେବାକୁ ଥିବା ବଲିଉଡ୍‌ ଫିଲ୍ମର…

ରିଲାକ୍ସ ଥେରାପି

ବ୍ୟାୟାମର ସୁପ୍ରଭାବ ଆମ ଶରୀର ଉପରେ କେତେକ ପଡିଥାଏ ତାହା ଅନୁଭବୀ ହିଁ ଜାଣେ। ସେଥିପାଇଁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରିଛନ୍ତି।…