ଯଦି ବାବ୍ରୀ ମସ୍‌ଜିଦ ବେଆଇନ, ଆଡଭାନୀଙ୍କ ବିରୋଧରେ ମାମଲା ଚାଲିଛି କାହିଁକି

ହାଇଦ୍ରାବାଦ,୧୧ା୧୧: ଯଦି ବାବ୍ରୀ ମସ୍‌ଜିଦ ବେଆଇନ ଥିଲା,ତେବେ ଏହାକୁ ଭାଙ୍ଗିବା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ବରିଷ୍ଠ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ ଓ ଅନ୍ୟମାନଙ୍କ ବିରୋଧରେ କ’ଣ…

ମୁଁ କୋହଲିଙ୍କ ଭଳି: ଓ୍ବାର୍ନରଙ୍କ ଝିଅ

ସିଡ୍‌ନୀ,୧୧।୧୧(ପି.ଟି.)- ମୁଁ ବିରାଟ କୋହଲିଙ୍କ ଭଳି। ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଧୂଅଁାଧାର ଓପନର ଡେଭିଡ ଓ୍ବାର୍ନରଙ୍କ ଝିଅ ଇଭି ମାଏ। ବାପା ଡେଭିଡ୍‌ ଓ୍ବାର୍ନରଙ୍କ ସହ ଘରେ…

ଭାରତୀୟଙ୍କ ଦାବିଦାରହୀନ ଜମା; ସ୍ବିସ୍‌ ସରକାରଙ୍କୁ ହସ୍ତାନ୍ତର ହୋଇପାରେ

ନୂଆଦିଲ୍ଲୀ,୧୧-୧୧: ସ୍ବିଜରଲ୍ୟାଣ୍ଡର ବିଭିନ୍ନ ବ୍ୟାଙ୍କରେ ରହିଥିବା ଭାରତୀୟଙ୍କ ସମେତ ଅନ୍ୟ ଦେଶର ଲୋକଙ୍କ ଦାବିଦାରହୀନ ଜମା ସେଠାକାର ସରକାରଙ୍କ ହସ୍ତାନ୍ତର ହୋଇପାରେ। ଏଭଳି ଭାବେ ଭାରତ ସହ…

ଏଚ୍‌ଓ୍ବାନ ବି ଭିଜାଧାରୀଙ୍କୁ ୟୁଏସ୍‌ ନ୍ୟାୟାଳୟଙ୍କଠାରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୧-୧୧: ଆମେରିକାରେ କାର୍ଯ୍ୟରତ ଏଚ୍‌ଓ୍ବାନ ବି ଭିଜାଧାରୀଙ୍କୁ ସେଠାକାର ନ୍ୟାୟାଳୟଙ୍କଠାରୁ ଆଶ୍ୱସ୍ତି ମିଳିଛି। ଏହି ଭିଜା ଲାଭ କରିଥିବା ଭାରତୀୟଙ୍କ ଜୀବନସାଥୀ ଆମେରିକାରେ କାର୍ଯ୍ୟ କରିବା ନେଇ…

ଲଗାତର ୩ ମାସ ଲାଗି କମିଲା ଶକ୍ତି ଚାହିଦା

ନୂଆଦିଲ୍ଲୀ,୧୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହା ଜଟିଳ ହେଉଥିବା ଜଣାପଡିଛି। ଲଗାତର ଭାବେ ୩ ମାସ ଲାଗି ଦେଶର ଶକ୍ତି ଚାହିଦା ହ୍ରାସ ଘଟିିଛି।…

ଅଯୋଧ୍ୟା ରାୟକୁ ଜଷ୍ଟିସ୍‌ ଗାଙ୍ଗୁଲିଙ୍କ ନାପସନ୍ଦ

କୋଲକାତା,୧୧ା୧୧: ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଶନିବାର ପ୍ରଦାନ କରିଥିବା ରାୟକୁ ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ଗାଙ୍ଗୁଲି ନାପସନ୍ଦ କରିଛନ୍ତି। ବିବାଦୀୟ ଜମିରେ ରାମ…

ହ୍ୟୁଣ୍ଡାଇ ପକ୍ଷରୁ କାର୍‌ କେୟାର କ୍ୟାମ୍ପ

କଲିକତା,୧୧-୧୧: ହ୍ୟୁଣ୍ଡାଇ ପକ୍ଷରୁ ମେଗା କାର୍‌ କେୟାର କ୍ୟାମ୍ପ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କ୍ୟାମ୍ପର ଲାଭ କମ୍ପାନୀର ଗ୍ରାହକମାନେ ଏହାର ଡିଲରଶିପଗୁଡିକରେ ଚଳିତ ମାସ…

ବିଏସ୍‌-୬ ମୋଟର ସାଇକେଲ ଆଣିଲା ହିରୋ

ନୂଆଦିଲ୍ଲୀ,୧୧-୧୧: ହିରୋମୋଟୋକର୍ପ ଲିମିଟେଡ ପକ୍ଷରୁ ଦେଶର ପ୍ରଥମ ବିଏସ୍‌-୬ ମୋଟର ସାଇକେଲ ସ୍ପ୍ଲେଣ୍ଡର ଆଇ-ସ୍ମାର୍ଟର ବଜାର ପ୍ରବେଶ କରାଯାଇଛି। ଆଇସିଏଟି ପ୍ରମାଣପତ୍ର ଲାଭ କରିବାର ମାତ୍ର କିଛି…

ସପ୍ତଶଯ୍ୟା ମହୋତ୍ସବ ଉଦ୍‌ଘାଟିତ: ‘ସହଯୋଗ ମିଳିଲେ ଆଗକୁ ବଢ଼ିବ ସଂସ୍କୃତି’

ଢେଙ୍କାନାଳ ଅଫିସ, ୧୧ା୧୧: ଢେଙ୍କାନାଳ ମାଟିର ଐତିହ୍ୟ ଯେତିକି ମହାନ୍‌ ସେତିକି ଗରିମାମୟ ଏହାର ସଂସ୍କୃତି। ଏଠାକାର ସାଂସ୍କୃତିକ ଅନୁଷ୍ଠାନଗୁଡ଼ିକ ପରମ୍ପରାକୁ ଶୀର୍ଷସ୍ଥାନ ଦେବାକୁ ଯେଉଁ ଉଦ୍ୟମ ଚଳାଇଛନ୍ତି,…

କାର୍ଟୁନ୍‌କୁ ନେଇ ବିବାଦ

ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟକୁ ବ୍ୟଙ୍ଗକରି କଂଗ୍ରେସ ମୁଖପତ୍ର ନ୍ୟାଶନାଲ ହେରାଲ୍ଡରେ ଏକ କାର୍ଟୁନ୍‌ ପ୍ରକାଶ ପାଇଛି। ଏହାକୁ ନେଇ ବିବାଦ ସୃଷ୍ଟି ହେବା ପରେ ରବିବାର…