ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା…

ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର…

ପିଟିଶନରେ ସ୍ବାକ୍ଷର କଲେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ, ବିଦ୍ୱାନ: ନାଗରିକତ୍ୱ ବିଲ୍‌ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୧୧ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହୋଇ ରାଜ୍ୟ ସଭାରେ ଉପସ୍ଥାପିତ ହେବାକୁ ଯାଉଥିବାବେଳେ ଏହା ବିରୋଧରେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ଓ…

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ ଯାଇଥିବା…

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ମାର୍ଶାଘାଇ, ୧୧।୧୨ (ଡି.ଏନ୍‌.ଏ.):ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତି ଗାଁରେ ଅଙ୍ଗନଓ୍ବାଡି…

ଯୌତୁକ ନିର୍ଯାତନା ବଧୁହତ୍ୟା ମାମଲା: ସ୍ବାମୀ ସମେତ ୪ଜଣ ନିର୍ଦ୍ଦୋଶରେ ଖଲାସ

ଯାଜପୁର ଟାଉନ,୧୧।୧୨(ଡି.ଏନ୍‌.ଏ.)- ଯାଜପୁର ସଦରଥାନା ଅନ୍ତର୍ଗତ ତୋରଡ ଗ୍ରାମରେ ଜନୈକା ନବବଧୁ କିରାସିନ ଢ଼ାଳି ନିଆଁରେ ପୋଡ଼ିହୋଇ ମୃତ୍ୟୁବରଣ କରିବା ଘଟଣାରେ ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଶାନ୍ତ…

ଉତ୍ତରପୂର୍ବରେ ବନ୍ଦ ପାଳନ

ନୂଆଦିଲ୍ଲୀ,୧୧ା୧୨: ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ ଓ ରାଜ୍ୟ ସଭାରେ ଉପସ୍ଥାନ କରାଯିବାର ଦିନକ ପୂର୍ବରୁ ଏହାକୁ ଉତ୍ତର-ପୂର୍ବାଞ୍ଚଳରେ ପ୍ରବଳ…

ଖୁରରେ ଆକ୍ରମଣ, ଯୁବକ ଗୁରୁତର

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେ. ସାମନ୍ତରାପୁର ଗାଁରେ ମଙ୍ଗଳବାର ନିରଞ୍ଜନ ରେଡ୍ଡୀଙ୍କୁ ଖୁରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ପୋଲିସ ଘଟଣାର ତଦନ୍ତ…

ନାବଳିକାଙ୍କୁ ଉଦ୍ଧାର କଲା ପୋଲିସ, ଅପହର୍ତ୍ତା ଗିରଫ

ବିଞ୍ଝାରପୁର,୧୧।୧୨(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ଗ୍ରାମର ଜୈନିକା ୧୪ବର୍ଷୀୟା ନାବାଳିକାଙ୍କୁ ସେହି ଗ୍ରାମର ଅମୀୟ ମଲ୍ଲିକ ପ୍ରଲୋଭନ ଦେଖାଇ ଗତ ୭ ତାରିଖରେ ଅପହରଣ କରିନେଇଥିଲେ।…

ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ

ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ…