୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ: ବଲିଉଡ୍‌ ଗାୟକ ସୋନୁ ନିଗମ, ଶାନ୍‌ ଆକର୍ଷଣ

ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ…

ମଶା କବଳରେ ବ୍ୟାସନଗରବାସୀ: ପରିମଳ ବ୍ୟବସ୍ଥା ସଜାଡ଼ିବାରେ ବିଫଳ

ଯାଜପୁର ଅଫିସ,୧୧।୧୨- ପାଖାପାଖି ୧ବର୍ଷ ହେଲା ସ୍ବାୟତ୍ତ ଶାସନ ବା ପୌର ସଂସ୍ଥାର ଦାୟିତ୍ୱ ପ୍ରଶାସନ ହାତରେ ରହିଛି। ସହରର ପରିବେଶକୁ ସ୍ବାସ୍ଥ୍ୟକର ଓ ନିର୍ମଳ ରଖିବା…

କାର୍ଯ୍ୟକାରୀ ହେଉନି ଘରୋଇ ସ୍କୁଲ ବସ୍‌ ପଲିସି-୨୦୧୬: ଘରୋଇ ସ୍କୁଲ, କଲେଜକୁ ଜିଲାପାଳଙ୍କ ନୋଟିସ

ବ୍ରହ୍ମପୁର ଅଫିସ,୧୧ା୧୨-ଗଞ୍ଜାମ ଜିଲାରେ କାର୍ଯ୍ୟକାରୀ ହେଉନି ସ୍କୁଲ ବସ୍‌ ପଲିସି-୨୦୧୬ ା ଜିଲାର କୌଣସି ଘରୋଇ କଲେଜ ଓ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ସ୍କୁଲ…

୬ମାସ ପରେ ଉତ୍ପାଦନକ୍ଷମ ହେଲା ଫେରୋକ୍ରୋମ କାରଖାନା,ଠିକାସଂସ୍ଥାକୁ ଶ୍ରମିକ ଯୋଗାଣ ଦାୟିତ୍ୱ

ଯାଜପୁର ଅଫିସ,୧୧।୧୨- ଦୀର୍ଘ ୬ ମାସ ଧରି ବନ୍ଦ ପଡ଼ିଥିବା ଇଡକଲ ଫେରୋକ୍ରୋମ ଆଣ୍ଡ ଆଲୟେଜ ଲିଃ, ଇଫ୍‌କଲ୍‌ କାରଖାନା ମଙ୍ଗଳବାର ପୁଣି ପୂର୍ଣ୍ଣମାତ୍ରାରେ ଉପତ୍ାଦନକ୍ଷମ ହୋଇଛି।…

ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌ ପ୍ରକଳ୍ପ: ବିଶ୍ୱନାଥଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ୍‌,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍‌ ଡିସ୍‌ପେନସର୍‌’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ ରୋକିବାରେ…

ସଂଘବଦ୍ଧ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା…

ନାଗରିକତ୍ୱ ସଂଶୋଧନ ବିଲ୍‌: ଶିବସେନାର ୟୁ-ଟର୍ନ: ରାଜ୍ୟ ସଭାରେ ଅସଲ ପରୀକ୍ଷା ଆଜି

ନୂଆଦିଲ୍ଲୀ,୧୧ା୧୨: ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣମୁସଲିମ୍‌ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ ସକାଶେ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ବିଲ୍‌ ସୋମବାର ମଧ୍ୟରାତ୍ରିରେ ଲୋକ…

ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା…

‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ

କେନ୍ଦୁଝର, ୧୧।୧୨(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ଗ୍ରାମର ଯୁବ ଟେରାକୋଟା ଶିଳ୍ପୀ ନିଶିକାନ୍ତ ବେହେରା। ନିଜ ବାପାଙ୍କଠାରୁ ଟେରାକୋଟା ଶିଳ୍ପ କଳା ଶିଖିବା…

ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ

ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ…