ଧର୍ମଶାଳା/ଜେନାପୁର,୧୦ା୧୧(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ବସ୍ ବାଇକ୍ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଜଣେ…
ଧର୍ମଶାଳା,୧୦ା୧୧(ଡି.ଏନ୍.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଲମାନ ଭାଇମାନେ ଏକତ୍ରିତ ହୋଇ…
ଭୁବନ, ୧୦।୧୧(ଡ.ଏନ.ଏ.)-ଭୁବନର ପ୍ରସିଦ୍ଧ ବୁଦ୍ଧେଶ୍ୱର ଶୈବପୀଠରେ ରବିବାର ବଡ଼ଓଷା ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପାରମ୍ପରିକ ଭଣ୍ଡାର ଭୋଗ ଲାଗି କରିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ…
କାମାକ୍ଷାନଗର, ୧୦।୧୧(ଡି.ଏନ.ଏ.)-କଳିଙ୍ଗ ଯୁଦ୍ଧକୁ ବାଦ୍ ଦେଲେ ଓଡ଼ିଶା ଇତିହାସ ଅସମ୍ପୂର୍ଣ୍ଣ। ଆଜି ବି ଓଡ଼ିଆ ଜାତିର ବୀରତ୍ୱ କଥା ବଖାଣେ କଳିଙ୍ଗ ଯୁଦ୍ଧ। ଅତୀତର ସ୍ମୃତିଚାରଣ କଲେ…
ମୁମ୍ବାଇ,୧୦।୧୧(ପି.ଟି.)- ଅଷ୍ଟ୍ରେଲିଆ ପେସାଦାର ପୁଟବଲର ଡେଭିଡ ଓ୍ବିଲିୟମ୍ସ ଅକ୍ଟୋବର ମାସ ପାଇଁ ଇଣ୍ଡିଆନ ସୁପର ଲିଗ (ଆଇଏସ୍ଏଲ୍) ହିରୋ ଅଫ୍ ଦି ମନ୍ଥ ପୁରସ୍କାର ହାସଲ କରିଛନ୍ତି।…
ଦୋହା,୧୦।୧୧(ପି.ଟି.)- ସ୍ବଳ୍ପ ବୟସ୍କ ଶୁଟର ଐଶ୍ୱାରି ପ୍ରତାପ ସିଂ ତୋମାର ଭାରତ ପାଇଁ ରେକର୍ଡ ୧୩ତମ ଅଲିମ୍ପିକ୍ କୋଟା ହାସଲ କରିଛନ୍ତି। ୧୮ ବର୍ଷୀୟ ତେମାର ରବିବାର…
ଭଦ୍ରକ ଅଫିସ,୧୦।୧୧ - ଭଦ୍ରକ ଜିଲା ଧାମନଗର ବ୍ଲକ ଶହୀଦନଗର ଇଟ୍ଟାପାଳ ଗଁାର ସମୀର ସେନାପତି(୨୪)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ୪ ଦିନ ବିତିଯାଇଥିଲେ…
ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ନୂଆ ପେଣ୍ଡୁରାବାଡି ଗାଁରେ ତାସ ଖେଳକୁ କେନ୍ଦ୍ରକରି ଗ୍ରାମର ସୁଶାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଏତଲାକ୍ରମେ ପୋଲିସ ନଂ. ୨୩୦/୧୯,…
ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ ପାତ୍ର।…
ବୁଗୁଡ଼ା,୧୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଶନିବାର ରାତ୍ର ପ୍ରାୟ ୧୦ଟାରେ ବୁଗୁଡ଼ା ବନ ବିଭାଗ ଦ୍ୱାରା ଚଢାଉ କରାଯାଇ ୧୨ ବସ୍ତା (୪ କୁଇଣ୍ଟାଲ) ମାଧବୀ…