ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଚାନକ ପହଞ୍ଚିଲେ ‘୫ଟି’ ସଚିବ

ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍‌ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ…

ପିଆଜ କିଣିବା ପାଇଁ ଧାଡିରେ ଛିଡା ହୋଇଥିବା ଚାଷୀଙ୍କ ମୃତ୍ୟୁ

ବିଜୟଓ୍ବାଡା,୧୦।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଲୋକଙ୍କୁ କନ୍ଦାଉଛି। ଏହାର ବର୍ଦ୍ଧିତ ଦର ସିଧାସଳଖ ଲୋକଙ୍କ ପକେଟ ଉପରେ ପଡ଼ୁଛି। ଆନ୍ଧ୍ରପ୍ରଦେଶରେ ସବ୍‌ସିଡିରେ ମିଳୁଥିବା ପିଆଜକୁ କିଣିବା…

ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି: ଖବରଦାତା ସଂଘର ଧାରଣା

ଲୋଇସିଂହା,୧୦।୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି ଓ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଲୋଇସିଂହାଖବରଦାତା ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ…

ଗୁପ୍ତେଶ୍ୱର ମନ୍ଦିର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ମନ୍ଦିର ନୀତିକାନ୍ତି ବନ୍ଦ

ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଓଲଟିଲା ଟାଟା ମ୍ୟାଜିକ୍‌: ୨୩ ଆହତ

କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌(ନଂ-ଓଡି୧୨ସି୩୦୭୨) ଗାଡି…

ସୁନିଲ ସେଟ୍ଟିଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ,୧୦।୧୨: ବଲିଉଡ୍‌ ଅଭିନେତା ସୁନିଲ ସେଟ୍ଟିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ନ୍ୟାଶନାଲ ଆଣ୍ଟି-ଡୋପିଂ ଏଜେନ୍ସି(ଏନ୍‌ଏଡିଏ)ର ବ୍ରାଣ୍ଡ ଆମ୍ବାସଡର ଭାବେ ମଙ୍ଗଳବାର ସୁନିଲଙ୍କୁ ନିଯୁକ୍ତ କରାଯାଇଛି। ନିକଟରେ…

ବାର୍‌ହା ଫାଶରେ ପଡି ହାତୀର ଜୀବନ ଗଲା

ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି।…

ପିଆଜ ଶୁଙ୍ଘାଇ ହୋସ୍‌ ଅଣାଯାଏ; ତେବେ ତାହା ଏବେ ନୁହେଁ ସମ୍ଭବ: ଶିବସେନା

ମୁମ୍ବାଇ,୧୦।୧୨: ଦେଶରେ ପିଆଜର ଦାମ ଆକାଶ ଛୁଇଁଛି। ସେହିପରି ଅର୍ଥବ୍ୟବସ୍ଥା ମଧ୍ୟ ସଙ୍କଟରେ ପଡ଼ିଛି। ଏହାକୁ ନେଇ ଶିବସେନା ମୁଖପତ୍ର ସାମନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ…

ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ ଶ୍ରେଷ୍ଠ…

ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ: ୭୩ ବୟସ୍କା ମହିଳା ଦୌଡ଼ି ଦୌଡ଼ି ଭ୍ରମଣ କଲେଣି ୧୨ ଦେଶ

ଇସ୍ତାନବୁଲ୍‌,୧୦।୧୨: ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ ଆରମ୍ଭ କରିଛନ୍ତି ବ୍ରିଟେନ୍‌ର ୭୩ ବର୍ଷ ବୟସ୍କା ମହିଳା ରୋଜି ସ୍ବେଲ ପୋପ୍‌। ସେ ଅଣ୍ଟାରେ ଟ୍ରଲି ବାନ୍ଧି…