୮ ଦିନରେ ୫୫୨ ଚାଳକଙ୍କୁ ୫.୫୫ ଲକ୍ଷ ଟଙ୍କାର ଚାଲାଣ

ବ୍ରହ୍ମପୁର ଅଫିସ,୧୦ା୧୨-ସଡକ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ କରିବା ଉଦ୍ଦେଶ୍ୟ ନେଇ ସରକାର ଟ୍ରାଫିକ ନିୟମ ସଂଶୋଧନ କରିଥିଲେ। ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ସାରା ଭାରତ…

କର୍ନାଟକ ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା:ଆଇଟି ନୀତି, ପୁଞ୍ଜିନିବେଶ ଉପରେ ଆଲୋଚନା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ପୂର୍ବାହ୍ନରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣଙ୍କ ସହ ସାକ୍ଷାତ କରିଛନ୍ତି। ଏଥିରେ ଉଭୟଙ୍କ ମଧ୍ୟରେ…

ବିଜେଡି-ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି: ନିରଞ୍ଜନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ବିଜେଡି ଏବଂ ଭାଜପା ମଧ୍ୟରେ ଅନୈତିକ ସନ୍ଧି ରହିଛି। ଲୋକ ସଭା ହେଉ କି ରାଜ୍ୟ ସଭାରେ ପ୍ରସଙ୍ଗ ଉତ୍‌ଥାପନ ନ କରିବା ଏବଂ ରାଜ୍ୟ ସ୍ବାର୍ଥ…

୩ ବରିଷ୍ଠ ଓଏଏସ୍‌ଙ୍କ ବଦଳି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ଓଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ୧୪ ବିଡିଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଏକ ବଡ ଧରଣର ଅଦଳ ବଦଳ କରିଛନ୍ତି। ୧୪ଜଣ ବିଡିଓଙ୍କୁ ବଦଳି କରି ଅନ୍ୟତ୍ର ନିଯୁକ୍ତି ଦେଇଛନ୍ତି। ଏନେଇ ସୋମବାର ପଞ୍ଚାୟତିରାଜ…

ରାଜସ୍ବ ଆଦାୟ ହ୍ରାସକୁ ନେଇ ବଢୁଛି ଚିନ୍ତା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟର ଆର୍ଥିକ ସ୍ଥିତି ଭଲ ରହିଛି। ସମଗ୍ର ବିଶ୍ୱରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ତେବେ…

ଲୋୟର ପିଏମ୍‌ଜିରେ ଅଙ୍ଗନଓ୍ବାଡି କର୍ମୀ:୧୬ ଦଫା ଦାବି ନେଇ ଗର୍ଜିଲେ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ଦୀର୍ଘ ଦିନରୁ ଦାବି ପୂରଣ ହେଉ ନ ଥିବାରୁ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି ଳେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ କର୍ମୀମାନେ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆସୋସିଏଶନ ପକ୍ଷରୁ…

ନୂଆ ପିଆଜ ଆସିଲେ ଦର କମିବ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଗତ ୨/୩ ମାସ ହେବ ପିଆଜର ଅହେତୁକ ଦର ବୃଦ୍ଧି ଲୋକମାନଙ୍କୁ ଅତିଷ୍ଠ କରି ରଖିଛି। ନୂଆ ଅମଳ ନ ଆସିବା ଯାଏ ରାଜ୍ୟରେ ପିଆଜ ଦର୍‌…

ଦମ୍ପତିଙ୍କ ଉପରେ ଓଲଟିଲା କ୍ରୋମ ବୋଝେଇ ଟିପ୍ପର

କଳିଙ୍ଗନଗର/ଡୁବୁରୀ, ୧୦।୧୨(ଡି.ଏନ.ଏ):ଯାଜପୁର ଜିଲା କଳିଙ୍ଗନଗର ଥାନା ପଙ୍କପାଳ ବଙ୍ଗଳା ଛକ ନିକଟରେ ସୋମବାର ଏକ କ୍ରୋମ ବୋଝେଇ ଟିପ୍ପର ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି…

୭୫ ଟଙ୍କା ଛୁଇଁଲା ପେଟ୍ରୋଲ, ଡିଜେଲ ୬୬

ନୂଆଦିଲ୍ଲୀ,୧୦-୧୨:ସୋମବାର ନୂଆଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୫ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୬୬ ଟଙ୍କା ଛୁଇଁଛି। ଗତ ଏକ ବର୍ଷ ମଧ୍ୟରେ ଏହା…