ବାୟୁସେନା ପାଇଲଟଙ୍କ ସହ ସମୟ ବିତାଇଲେ ଭାରତୀୟ କ୍ରିକେଟର

ନାଗପୁର,୧୦।୧୧(ପି.ଟି.)- ଏଠାରେ ରବିବାର ଖେଳାଯିବାକୁ ଥିବା ସିରିଜ ନିର୍ଣ୍ଣାୟକ ମ୍ୟାଚ୍‌ ପୂର୍ବରୁ ଭାର୦ତୀୟ କ୍ରିକେଟରମାନେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ ଟିମ ସହ କିଛି ସମୟ ଅତିବାହିତ କରିଛନ୍ତି।…

ପାର୍ବଣରେ ସାମ୍‌ସଙ୍ଗର ବଡ ସ୍କ୍ରିନ ଟିଭି ବିକ୍ରିରେ ଉନ୍ନତି

ନୂଆଦିଲ୍ଲୀ,୧୦-୧୧: ଚଳିତ ବର୍ଷ ପାର୍ବଣରେ ପ୍ରମୁଖ କମ୍ପାନୀ ସାମ୍‌ସଙ୍ଗର ବଡ ସ୍କ୍ରିନ ଟିଭିଗୁଡିକ ବିକ୍ରି ବେଶ୍‌ ଉନ୍ନତ ରହିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ବର୍ଗରେ ଚାହିଦା…

ବାବ୍ରୀ ମସ୍‌ଜିଦ ଭଙ୍ଗ ଆଇନର ଉଲ୍ଲଂଘନ

ନୂଆଦିଲ୍ଲୀ,୧୦ା୧୧: ଦୀର୍ଘବର୍ଷର ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଶନିବାର ଐତିହାସିକ ରାୟ ପ୍ରଦାନ କରିଛନ୍ତି। ବିବାଦୀୟ ଜମି ଉପରେ ରାମ ମନ୍ଦିର ନିର୍ମାଣ ପାଇଁ ଅଦାଲତ…

କେନ୍ଦ୍ର ଖଣି ମନ୍ତ୍ରୀଙ୍କ ନାଲ୍‌କୋ ଗସ୍ତ

ଭୁବନେଶ୍ୱର,୧୦-୧୧: କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଳାଦ ଯୋଶୀ ସ୍ଥାନୀୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ(ନାଲକୋ) ଭବନ ଗସ୍ତ କରିଛନ୍ତି। ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ସେ ବୃକ୍ଷରୋପଣ…

ଏସିଆ ପାସିଫିକ୍‌ ଗଲ୍ଫ ହଲ୍‌ ଅଫ୍‌ ଫେମ୍‌ରେ ସ୍ଥାନୀତ ହେଲେ ପଓ୍ବନ ମୁଞ୍ଜଲ

ନୂଆଦିଲ୍ଲୀ,୧୦-୧୧: ଏସିଆ ପାସିଫିକ୍‌ ଗଲ୍ଫ ହଲ୍‌ ଅଫ୍‌ ଫେମ୍‌ରେ ହିରୋମୋଟୋକର୍ପ ଅଧ୍ୟକ୍ଷ ପଓ୍ବନ କୁମାର ମୁଞ୍ଜଲଙ୍କୁ ଔପଚାରିକ ଭାବେ ସ୍ଥାନୀତ କରାଯାଇଛି। ଗଲ୍ଫ କ୍ରୀଡାର ବିକାଶ ଏବଂ…

ରିଭ୍ୟୁ ପିଟିଶନ ଦାଏର କରିପାରେ ଏଆଇଏମ୍‌ପିଏଲ୍‌ବି

ନୂଆଦିଲ୍ଲୀ,୧୦ା୧୧(ପି.ଟି.): ଅଯୋଧ୍ୟା ରାୟକୁ ନେଇ ଅଲ୍‌ ଇଣ୍ଡିଆ ମୁସ୍‌ଲିମ୍‌ ପର୍ସନାଲ ଲ ବୋର୍ଡ (ଏଆଇଏମ୍‌ପିଏଲ୍‌ବି) ଅସନ୍ତୋଷ ବ୍ୟକ୍ତ କରିଛି। ଏହା ଉପରେ ରିଭ୍ୟୁ ପିଟିଶନ ଦାଏର ଲାଗି…

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ।…

ଅନ୍ତିମ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ନାଗପୁର, ୧୦।୧୧(ପି.ଟି.)- ଚଳିତ ସେସନରେ ଭାରତ ଘରୋଇ ପରିବେଶରେ ତା’ର ପ୍ରଥମ ଟି୨୦ ସିରିଜ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ…

ଲଗାତର ୮ ମାସ ଲାଗି ଉତ୍ପାଦନ କମାଇଲା ମାରୁତି

ନୂଆଦିଲ୍ଲୀ,୧୦-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି ପକ୍ଷରୁ ଲଗାତାର ଭାବେ ୮ ମାସ ଲାଗି ଉତ୍ପାଦନ ହ୍ରାସ…

ଆସ୍ଥାଭୋଟ ବିରୋଧରେ ଯିବ ଏନ୍‌ସିପି

ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭାରେ ଯଦି ଆସ୍ଥାଭୋଟ ନିଆଯାଏ ତେବେ ଭାଜପା ବିରୋଧରେ ଏନ୍‌ସିପି ଭୋଟ ଦେବ ବୋଲି ଏହାର ମୁଖପାତ୍ର ନଓ୍ବାବ ମଲିକ୍‌ କହିଛନ୍ତି। ଯଦି ଶିବସେନା…