ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍ବୁଲ୍’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ…
ବାରିପଦା ଅଫିସ,୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆମରଣ ଅନଶନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ…
ବାହାନଗା, ୯ା୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଝିପିଝିପି ବର୍ଷା ଦିନତମାମ ଲାଗିରହିଛି। ପବନ ବହିବାରୁ ଧାନଗଛର ଥୋଡ ସବୁ ପାଣିରେ…
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ ଶ୍ରେଣୀଗୃହକୁ…
ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ…
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା…
ଖଇରା, ୯।୧୧(ଡି.ଏନ.ଏ.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲର ନାଲି ଆଖି ପରେ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶରୀଶୁଆ ପାହାଡରେ ଶୁକ୍ରବାର ପ୍ରଶାସନ ପକ୍ଷରୁ ୯୭ଟି ଖଣି ବ୍ୟବହାର…
ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ।…
ବାଲେଶ୍ୱର ଅଫିସ, ୯।୧୧-ଜଳେଶ୍ୱର ବ୍ଲକ ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ପ୍ରବେଶ କରି ବହୁ ଧନଜୀବନ ନଷ୍ଟ ହୋଇଛି। ସ୍ଥାନୀୟ ବାସିନ୍ଦା ଏକପ୍ରକାର ଭୟ ଓ…
ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ…