ବ୍ୟକ୍ତିତ୍ୱ: ପଦ୍ମଶ୍ରୀ କବିତା କ୍ରିଷ୍ଣମୂର୍ତ୍ତି

ବେଷ୍ଟ ଫିମେଲ ପ୍ଲେବ୍ୟାକ୍‌ ସିଙ୍ଗର ଭାବରେ କବିତା ଚାରିଥର ଫିଲ୍ମଫେୟାର ଆଓ୍ବାର୍ଡ ହାସଲ କରିଛନ୍ତି। ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ମଧ୍ୟ…

ବାଣୀବିହାର ପ୍ଲାଟିନମ୍‌ ଜୁବିଲି ଉଦ୍‌ଯାପନୀ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍‌ ଜୁବିଲିିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ…

ସୋମବାର ୭୩ ବର୍ଷରେ ପଦାର୍ପଣ କରିବେ ସୋନିଆ ଗାନ୍ଧୀ: ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ପାଳିବେ ନାହିଁ ଜନ୍ମଦିନ

ନୂଆଦିଲ୍ଲୀ,୮।୧୨: ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ୭୩ ବର୍ଷରେ ପଦାର୍ପଣ କରିବେ। ତେବେ ଦେଶରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ଜନ୍ମଦିନ ପାଳିବେ ନାହିଁ…

ରାତି ୧୦ଟା ପରେ ମହିଳାଙ୍କୁ ଘରେ ପହଞ୍ଚାଇବ ପୋଲିସ

ବେଙ୍ଗାଲୁରୁ,୮।୧୨: କର୍ନାଟକର ଗଦାଗ ପୋଲିସ ଏବେ ମହିଳାମାନଙ୍କୁ ମାଗଣାରେ ଘରେ ପହଞ୍ଚାଇବାର ଯୋଜନା କରିଛି। ରାତି ୧୦ଟାରୁ ଭୋର ୬ଟା ମଧ୍ୟରେ ଯେଉଁ ମହିଳାମାନେ ବାହାରେ ଥିବେ…

ପିଚ୍‌ ଯୋଗୁ ଶେଫିଲ୍ଡ ଶିଲ୍ଡ ମ୍ୟାଚ୍‌ ବାତିଲ

ମେଲବୋର୍ନ,୮।୧୨- ସ୍ଥାନୀୟ ମେଲବୋର୍ନ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଗ୍ରାଉଣ୍ଡରେ ଭିକ୍ଟୋରିଆ ଓ ଓ୍ବେଷ୍ଟର୍ନ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ ବାତିଲ ହୋଇଯାଇଛି। ଖରାପ ପିଚ୍‌ ଯୋଗୁ ମ୍ୟାଚ୍‌ର…

ଭିନ୍ନ ଲୁକ୍‌ରେ ଆମିର

ମୁମ୍ବାଇ: ବଲିଉଡ୍‌ ନାୟକ ଆମିର ଖାଁ ବେଶ୍‌ କିଛିଦିନ ହେବ ବଡ ପରଦାରେ ଆଉ ନଜର ଆସୁ ନାହାନ୍ତି। ହେଲେ ବଲିଉଡର ଏହି ମିଷ୍ଟର ପରଫେକ୍ସନିଷ୍ଟ ତାଙ୍କ…

ଭୋର୍‌ ସମୟରେ ପୁଣି ଥରିଲା ଉତ୍ତରାଖଣ୍ଡ: ଲୋକେ ଆତଙ୍କିତ

ଚାମୋଲି,୮।୧୨: ଉତ୍ତରାଖଣ୍ଡରେ ରବିବାର ଭୋର୍‌ ୪ଟା ୨୬ ମିନିଟ୍‌ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ…

ଧାନ କାଟିବାକୁ ଆସି ବ୍ୟକ୍ତିଙ୍କ ଆତ୍ମହତ୍ୟା

ପଦ୍ମପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କଶିଆ ସାମୁଦ୍ରିକ ଥାନା ଅଧିନସ୍ଥ ଗୋପବନ୍ଧୁ ନଗରଠାରେ ଜଣେ ବ୍ୟକ୍ତି ଶନିବାର ରାତିରେ ଏକ ଗଛରେ ଗାମୁଛା ସାହାଯ୍ୟରେ…

ଓ୍ବିଣ୍ଟର ଲୁକ୍‌

ଶୀତଦିନେ ସ୍ବେଟର, ମଫ୍‌ଲର ପିନ୍ଧି ଯେ, ଷ୍ଟାଇଲିଶ୍‌ ଲୁକ୍‌ ମିଳିବ ଅନେକେ ଭାବି ପାରନ୍ତି ନାହିଁ। ତେବେ ଆଜିକାଲି ବିଭିନ୍ନ ପ୍ରକାରର ଷ୍ଟାଇଲିଶ୍‌ ଓ୍ବିଣ୍ଟର ଓ୍ବେର ମିଳୁଛି,…

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା…