ଦେବକୁଣ୍ଡ ଯାଉଥିବା ବେଳେ ଟ୍ରକ୍‌କୁ ଧକ୍କା ଦେଲା ଟୁରିଷ୍ଟ ଭ୍ୟାନ୍‌: ୩ ପର୍ଯ୍ୟଟକ ମୃତ, ୧୫ ଗୁରୁତର

ବାଲେଶ୍ୱର ଅଫିସ,୮।୧୨: ବାଲେଶ୍ୱର ଜିଲା ସେରଗଡ଼ସ୍ଥିତ ଜଗନ୍ନାଥ ପେଟ୍ରୋଲ ପମ୍ପ ନିକଟରେ ରବିବାର ଭୋର ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପର୍ଯ୍ୟଟକ ଗାଡ଼ି…

ବିକ୍ଷୋଭକାରୀଙ୍କୁ ପୋଲିସ ଘଉଡ଼ାଇଲା

ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ ଘଉଡାଇବା…

ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ

ଲକ୍ଷ୍ନୌ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ଲାଗି ଉତ୍ତରପ୍ରଦେଶ ସରକାରର ୨ ଜଣ ମନ୍ତ୍ରୀ ଯାଇଥିବାବେଳେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକେ ଓ କଂଗ୍ରେସ କର୍ମୀମାନେ ସେମାନଙ୍କୁ…

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ…

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା କରିବା…

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ…

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ…

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ଭଳି…

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା…

ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…