ବନ୍ଦ ହେଲା ଅଦିନିଆ ରଥଯାତ୍ରା

ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍‌ ନାରଦୀୟ…

ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ

କୋଣାର୍କ, ୮ା୧୨(ଡି.ଏନ୍‌.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ…

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର…

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଲାପ୍‌ଟପ…

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ…

ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଢେଙ୍କାନାଳ ଗସ୍ତ ‘୫୫ନଂ. ଏନ୍‌ଏଚ୍‌ କାମ ଶୀଘ୍ର ସାର’

ଢେଙ୍କାନାଳ ଅଫିସ, ୮।୧୨ -  ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଶନିବାର ଢେଙ୍କାନାଳ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ପରିଦର୍ଶନ କରିଛନ୍ତି। ଅପରାହ୍ନରେ…

ରୋଗୀଙ୍କ ସହ ଫୋନ୍‌ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍‌ରେ କଥା ହୋଇଥିଲେ।…

ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ - ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ…

ନୌବାଦ୍ୟରେ ଦେଶକୁ ସଲାମ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍‌ଏସ୍‌ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ…

ଲେଦ୍‌ ଫିଟିଂ ସହ କଳାରେ ମନ

ଅନୁଗୋଳ ବ୍ଲକ ଚନ୍ଦ୍ରବାହାଳ ଗ୍ରାମର ଧ୍ରୁବଚରଣ ଦାସଙ୍କ ପୁଅ କ୍ଷୀରୋଦ ଦାସ(୩୦) ପେଶାରେ ଜଣେ ଲେଦ୍‌ ଫିଟର। ହେଲେ ତାଙ୍କ ନିଶା କଳା ପରିବେଷଣରେ। ବାପା, ମାଆ,…