ଲେଦ୍‌ ଫିଟିଂ ସହ କଳାରେ ମନ

ଅନୁଗୋଳ ବ୍ଲକ ଚନ୍ଦ୍ରବାହାଳ ଗ୍ରାମର ଧ୍ରୁବଚରଣ ଦାସଙ୍କ ପୁଅ କ୍ଷୀରୋଦ ଦାସ(୩୦) ପେଶାରେ ଜଣେ ଲେଦ୍‌ ଫିଟର। ହେଲେ ତାଙ୍କ ନିଶା କଳା ପରିବେଷଣରେ। ବାପା, ମାଆ,…

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି…

ସାତପଡ଼ାରୁ କୋଣାର୍କ ପାଟ୍ରୋଲିଂ କଡ଼ାକଡ଼ି

ପୁରୀ ଅଫିସ, ୮ା୧୨ ପୁରୀ ସମେତ କୋଣାର୍କ, ଚିଲିକା, ଚନ୍ଦ୍ରଭାଗା ଆଦି ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବର୍ଷତମାମ୍‌ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସଂଖ୍ୟା…

ସାତକୋଶିଆ ମହୋତ୍ସବ ଉଦ୍‌ଘାଟିତ: ଦର୍ଶକଙ୍କ କରତାଳି ହିଁ ପ୍ରକୃତ ସମ୍ମାନ: ଅରୁଣା

ଅନୁଗୋଳ ଅଫିସ, ୮।୧୨ - ଓଡ଼ିଶୀ ନୃତ୍ୟରେ ପରିଚୟ ପାଇଛି। ଲୋକଙ୍କ ଠାରୁ ସ୍ନେହ, ଶ୍ରଦ୍ଧା ଓ ସମ୍ମାନ ମିଳିଛି। କିନ୍ତୁ ଦର୍ଶକଙ୍କ କରତାଳି ହିଁ ମୋ…

ଛାତ୍ରୀଛାତ୍ର ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ବଜାୟ ରଖନ୍ତୁ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା…

ରାଜ୍ୟ ମହିଳା ଆୟୋଗ ପକ୍ଷରୁ ଆଇନ ସଚେତନତା କର୍ମଶାଳା ‘ନାରୀ ବିନା ସୁନ୍ଦର ସମାଜ ଅସମ୍ଭବ’

ଅନୁଗୋଳ ଅଫିସ, ୮।୧୨ - ଏକ ସୁସ୍ଥ ଓ ସୁନ୍ଦର ସମାଜ ଗଠନ ପାଇଁ ପୁରୁଷ ଓ ନାରୀଙ୍କ ସମାନ ଭୂମିକା ରହିଛି। ନାରୀ ବିନା ଏହା…

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି…

ଅନୁଗୋଳରେ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନର ‘ଆଶା-ଦି ହୋପ୍‌’ଉଦ୍‌ଘାଟିତ : ଦିବ୍ୟାଙ୍ଗଙ୍କ ମାତା ପିତାଙ୍କ ସ୍ବପ୍ନ ସାକାର କରିବୁ: ଶାଲୁ ଜିନ୍ଦଲ

ଅନୁଗୋଳ ଅଫିସ, ୮।୧୨ - ଦିବ୍ୟାଙ୍ଗ ତଥା ସ୍ବତନ୍ତ୍ର ଭିନ୍ନକ୍ଷମ ଶିଶୁମାନଙ୍କ ଆବଶ୍ୟକତା ପୂରଣ ପାଇଁ ଜେଏସ୍‌ପିଏଲ୍‌ ଫାଉଣ୍ଡେଶନ ପକ୍ଷରୁ ‘ଆଶା-ଦି ହୋପ୍‌’ ନାମକ ଏକ ସ୍ବତନ୍ତ୍ର…

ଉଚ୍ଛେଦ ଆଶଙ୍କାରେ ଥରହର ଏକାମ୍ର:ଉଠାଦୋକାନୀଙ୍କ ମନ୍ଦିର ସମ୍ମୁଖରେ ପ୍ରତିବାଦ

ପୁରୁଣା ଭୁବନେଶ୍ୱର,୮ା୧୨ (ଡି.ଏନ.ଏ.)ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ଏକାମ୍ର କ୍ଷେତ୍ରର ବିଭିନ୍ନ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଉଠାଦୋକାନୀଗୁଡିକୁ ହଟାଯାଇ ଶ୍ରୀଲିଙ୍ଗରାଜ ମନ୍ଦିର କ୍ଷେତ୍ରକୁ ବିଶ୍ୱ ଐତିହ୍ୟ…

କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା

ଭୁବନେଶ୍ୱର,୮ା୧୨(ବ୍ୟୁରୋ) ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା…