ମହିଳାଙ୍କଠାରୁ ୧.୭ଲକ୍ଷ ଟଙ୍କା ଠକେଇ, ହତ୍ୟା ଧମକ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଚାକିରି କରାଇଦେବା ଆଳରେ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା ଠକେଇ କରିବା ସହ ହତ୍ୟା ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନା…

‘ମୋ ବସ୍‌’ ଷ୍ଟପ୍‌ରେ ପାର୍କିଂ, କାର୍‌ ନମ୍ବରରେ ଚାଲାଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍‌’ ଷ୍ଟପ୍‌ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍‌ ଚଳାଚଳ ଓ…

ଦୁର୍ଘଟଣାରେ କୃଷି ଶ୍ରମିକଙ୍କ ଜୀବନ ଗଲା

ଆରଡ଼ି, ୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟସ୍ଥ ଭଦ୍ରକ-ଆରଡ଼ି ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ…

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ ନଷ୍ଟ…

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର ରାତିରେ…

ଛାତ୍ରୀନିବାସର ୯ ଅନ୍ତେବାସୀ ଅସୁସ୍ଥ

କପ୍ତିପଦା,୭ା୧୨(ଡି.ଏନ୍‌.ଏ.) - ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ।…

ବିପଦପୂର୍ଣ୍ଣ ବାରଣ୍ଡାରେ ସ୍କୁଲର ମଧ୍ୟାହ୍ନଭୋଜନ

ନୂଆଗାଁ, ୭।୧୨(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କାପ୍ତାପଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଭଙ୍ଗା ଘର ତଳେ ବିପଦ…

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର

ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦିଆଯାଇଛି।…

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର ଏବେ…

‘ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ଉପରେ ଗୁରୁତ୍ୱ ଦିଅ’

ବାଲେଶ୍ୱର ଅଫିସ, ୭।୧୨-ବାଲେଶ୍ୱରସ୍ଥିତ ସଦ୍‌ଭାବନା ସଭାଗୃହରେ ଚଳିତ ରବି ୨୦୧୯-୨୦ ବର୍ଷ ପାଇଁ ଜିଲା କୃଷି କାର୍ଯ୍ୟକ୍ରମ ନିର୍ଦ୍ଧାରଣ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପାଳ…