ବି.ଆର୍‌. ଆମ୍ବଡେକରଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୨: ସମ୍ବିଧାନ ପ୍ରଣେତା ଭୀମରାଓ ଆମ୍ବଡେକରଙ୍କ ଶୁକ୍ରବାର ୬୩ତମ ପୁଣ୍ୟତିଥି ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓ ପ୍ରଧାନମନ୍ତ୍ରୀ…

ସଦାନନ୍ଦପୁରରୁ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ,୬।୧୨: ଭଦ୍ରକ ଜିଲା ତିହିଡ଼ି ଥାନା ସଦାନନ୍ଦପୁରରୁ ଶୁକ୍ରବାର ୮୪ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କଟକ ଅବକାରୀ ଫ୍ଲାଇଂ ସ୍କ୍ବାଡ ଓ ଭଦ୍ରକ ଅବକାରୀ…

ମେସି ମାଇଲଷ୍ଟୋନ

ରେକର୍ଡ ଷଷ୍ଠଥର ପାଇଁ ବାଲୋନ ଡି’ ଅର ପୁରସ୍କାର ହାସଲ କରିଥିବା ଲିଓନେଲ ମେସି ବାର୍ସିଲୋନା ପାଇଁ ୭୦୦ତମ ମ୍ୟାଚ ଖେଳିଛନ୍ତି। ଚାମ୍ପିୟନ୍ସ ଲିଗ୍‌ରେ ବୋରୁସିଆ ଡର୍ଟମୁଣ୍ଡ…

ଫର୍ମୁଲାଓ୍ବାନ ମୋଟର ରେସିଂ

୨୦୧୯ ଫର୍ମୁଲାଓ୍ବାନ ମୋଟର ରେସିଂରେ ମର୍ସିଡିଜ୍‌ର ବ୍ରିଟିଶ୍‌ ଡ୍ରାଇଭର ଲୁଇସ ହାମିଲଟନ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ହ୍ୟାଟ୍ରିକ ଟାଇଟଲ ଅର୍ଜନ କରିବା ସହ ସେ ମୋଟ…

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ବଲିଉଡ ଅଭିନେତା କହିଲେ, ‘ଜୟ ହୋ’

ମୁମ୍ବାଇ, ୬।୧୨:ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ତାଙ୍କୁ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ…

ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍‌ ପୋଲିସଠାରୁ କିଛି ଶିଖିବା ଉଚିତ୍‌: ମାୟାବତୀ

ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ…

ପୋଲିସ ଜିନ୍ଦାବାଦ୍‌ ନାରାରେ କମ୍ପୁଛି ଏନ୍‌କାଉଣ୍ଟର ସ୍ଥାନ

ହାଇଦ୍ରାବାଦ୍‌,୬।୧୨:ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲାରେ ପୋଲିସ ଏନକାଉଣ୍ଟରେ ୪ ଅଭିଯୁକ୍ତଙ୍କ ମୃତ୍ୟୁ ପରେ ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪…

ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍‌ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ…

୧୨ ଘଣ୍ଟିଆ ଧୁଷୁରୀ ବନ୍ଦ

ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି…

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪…