ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ୧୬ କି.ମି. ପଦଯାତ୍ରା

ସମ୍ବଲପୁର,୬ା୧୧(ବ୍ୟୁରୋ):ସମନ୍ବିତ ବା ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମରେ ଉତ୍ତୀର୍ଣ୍ଣ ଯୁବତୀ ଯୁବକଙ୍କୁ ସରକାର ଚାକିରି ଦେବା ପାଇଁ କୌଣସି ସୁବିଧା କରି ନାହାନ୍ତି। କିଛି ଦିନ ତଳେ ଶିକ୍ଷକ ପଦ…

୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…

ପୁଓକେ ଫିରି ପାଏଲେ ପରିବାର ଲୋକ୍‌

ଅତାବିରା, ୬।୧୧ (ଡି.ଏନ୍‌.ଏ.)- ଅନୁଗୋଳ ଜିଲା ଦେନାଗାଡ଼ିଆ ଗଁାର ଧ୍ରୁବ ନାଏକକଁର ପୁଓ ମୁନା ନାଏକ(୨୨) ଝନେ ମାନ୍‌ସିକ ରୁଗୀ। ଆଏଜ୍‌କେ ୧୫ ଦିନ୍‌ ତଲେ ସେ…

ମଉଲିକ୍‌ ସୁବିଧାରୁ ବଁଚିତ୍‌ ସଦାନନ୍ଦଟିକ୍ରାବାସୀ

ଗଣ୍ଡତୁରୁମ, ୬।୧୧(ଡି.ଏନ୍‌.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଅଧୀନ ସଦାନନ୍ଦଟିକ୍ରାବାସୀ ପିଇଲା ପାଏନ୍‌ ଲାଗି ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ଗଁ। ରେ ଥିବାର ଗୁଟେବଲି…

ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲା:ହାଇକୋର୍ଟଙ୍କ ମୁଖ୍ୟ ଖଣ୍ଡପୀଠକୁ ଗଲା ମାମଲା

କଟକ ଅଫିସ, ୬ା୧୧:ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଅନିଚ୍ଛା ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର…

ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି

ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର…

ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ

ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍‌ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ…

ହେଲ୍‌ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର

କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା…

ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ

ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ…

ଘରଭଙ୍ଗା ସହାୟତାରେ ଅନିୟମିତତା ପ୍ରସଙ୍ଗ:ଆଜି ୬ ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏଥିଯୋଗୁ ଯେଉଁମାନଙ୍କ ଘର ନଷ୍ଟ ହୋଇଛି ସେମାନଙ୍କୁ ସରକାର ୩ ପ୍ରକାର ବ୍ୟବସ୍ଥାରେ ସହାୟତା…