ଠାକୁରମୁଣ୍ଡା,୬ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତର କରଡ଼ାପାଳ ପ୍ରାଥମିକ ବିଦ୍ୟାଳୟରେ ଆଜିକୁ ୧୦ଦିନ ହେବ ତାଲା ପକାଇ ଗ୍ରାମବାସୀ ଆନ୍ଦୋଳନ କରିଛନ୍ତି। ଏହି…
ଠାକୁରମୁଣ୍ଡା,୬ା୧୨(ଡି.ଏନ୍.ଏ.)- ୪ ଦଫା ଦାବି ନେଇ ଜାତୀୟ ଯୁବ ପ୍ରକଳ୍ପର ସଭ୍ୟମାନେ କରଞ୍ଜିଆ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରତୀକ…
ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ କୃଷକମାନଙ୍କୁ ପୁରୁଣା ଯନ୍ତ୍ରପାତିକୁ ରଙ୍ଗ ଦେଇ ନୂଆ କରି ବିକ୍ରୟ କରାଯାଉଛି। ଏହାକୁ କୃଷକ ମହଲରେ ବିରୋଧ କରାଯାଇଛି। ସୂଚନା…
ଗାଧୋଇବା ସମୟରେ ହେଉ ଅବା ସୁଇମିଂ ସମୟରେ ବେଳେ ବେଳେ କାନରେ ପାଣି ପଶି ଯାଇଥାଏ। ଏହାକୁ ବାହାର କରିବାକୁ କେତେଜଣ ଅସ୍ତବ୍ୟସ୍ତ ହୋଇଯାଇ ବିଭିନ୍ନ ପ୍ରକାର…
ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି।…
ବାଲେଶ୍ୱର ଅଫିସ/ସୋର, ୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପକାରାଗାରରେ ଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କ ନାମରେ ପୋଲିସ ଲୁଟ୍ ମାମଲା ରୁଜୁ କରିବା ଓ କାଗଜପତ୍ରରେ ତାଙ୍କୁ…
ଜଳେଶ୍ୱର, ୬।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆର ୧୪ଟି ପଞ୍ଚାୟତର ଲାଇଫ ଲାଇନ୍ କୁହାଯାଉଥିବା ଜଳେଶ୍ୱର-ଓଲମରା ଶାନ୍ତିପୁର ରୋଡ଼ର ଦୁରବସ୍ଥା ବଦଳୁ ନାହିଁ। ୩ମାସ ପୂର୍ବରୁ ଜିଲାପାଳ ଦେଇଥିବା ପ୍ରତିଶ୍ରୁତି…
ଘସିପୁରା , ୬।୧୨ (ଡି.ଏନ.ଏ.)-କେନ୍ଦ୍ରୀୟ ଯୋଜନା ‘କାୟାକଳ୍ପ’ର ଏକ ସ୍ବତନ୍ତ୍ର ଟିମ ଗୁରୁବାର ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ସ୍ବଚ୍ଛତାର ସ୍ଥିତି ପରଖିଛନ୍ତି। ଏହି ଟିମ୍ ପହଞ୍ଚିବା…
ଶରୀରକୁ ଆବଶ୍ୟକୀୟ ପୋଷକ ତତ୍ତ୍ୱ ପାଳଙ୍ଗ ଶାଗରେ ଥାଏ। ଏଥିରେ ଭିଟାମିନ୍, ମିନେରାଲ୍ସ, ମ୍ୟାଗ୍ନେସିୟମ ପୋଟାସିୟମ, ଆଇରନ୍ ପ୍ରଚୁର ପରିମାଣରେ ଥାଏ। ପ୍ରତିଦିନ ପାଳଙ୍ଗ ଶାଗର ଜୁସ୍…
ଯୋଡ଼ା, ୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ଗୁରୁବାର ଧାରଣାରତ ଲୋକଙ୍କୁ କେତେଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି ା ଏଥି…