ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ ବୋଲି…

ଏସିଡିଟିରୁ ରକ୍ଷା ପାଇବାକୁ ଚାହୁଁଥିଲେ ଖାଲି ପେଟରେ ପିଅନ୍ତୁ ଏହି ରସ

ହର୍ବାଲ୍‌ ଔଷଧ ମଧ୍ୟରେ ଅଁଳା ଅନ୍ୟତମ। ଏହାର ବ୍ୟବହାର ପ୍ରାଚୀନ କାଳରୁ ଦୂରାରୋଗ୍ୟ ରୋଗର ଚିକିତ୍ସା ଏବଂ ସୌନ୍ଦର୍ଯ୍ୟ ପାଇଁ କରାଯାଇଆସୁଛି। ଭିଟାମିନ, ଫାଇବର୍‌, କ୍ୟାଲସିୟମ୍‌ ଏବଂ…

ଗାଡ଼ି ଧକ୍କାରେ ସ୍କୁଲ ଛାତ୍ରୀ ଆହତ, ରାସ୍ତାରୋକୋ

ଖଲ୍ଲିକୋଟ,୭ା୧୧(ଡି.ଏନ୍‌.ଏ.) -ଖଲ୍ଲିକୋଟ ବ୍ଲକ କେଶପୁର ବଜାର ଫାୟାର ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ଗାଡ଼ି ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଆହତ ହୋଇଛନ୍ତି। ପ୍ରତିବାଦରେ ଲୋକେ ରାସ୍ତା…

କ୍ୟାଟ୍ରିନା କୈଫଙ୍କ ହୃଦୟରେ ଅଛନ୍ତି ଏହି କ୍ରିକେଟର୍‌

ବଲିଉଡ୍‌ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ବଲିଉଡରେ…

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା…

ଭାରୋତ୍ତୋଳକ ରବି କୁମାରଙ୍କୁ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୫ା୧୧- ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଓଡ଼ିଶାର ଷ୍ଟାର୍‌ ଭାରୋତ୍ତୋଳକ ରବି କୁମାର କାଟଲୁଙ୍କୁ ୪ ବର୍ଷ ବାସନ୍ଦ ଦଣ୍ଡ ହୋଇଛି। ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି…

ଦ୍ୱିତୀୟ ଟି୨୦: ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା,୫।୧୧(ଏଏଫ୍‌ପି)- ବର୍ଷା ଯୋଗୁ ପ୍ରଥମ ଟି୨୦ ମ୍ୟାଚ୍‌ରେ ଅଳ୍ପକେ ବିଜୟ ହାତଛଡ଼ା କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍‌ରେ କିନ୍ତୁ ଭ୍ରମଣକାରୀ ପାକିସ୍ତାନକୁ ସହଜରେ ପରାସ୍ତ କରିଛି। ୯ଟି…

ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୨ ମାଓବାଦୀ ନିହତ

ମାଲକାନଗିରି, ୫ା୧୧(ଡି.ଏନ୍‌.ଏ.)-  ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡ଼ା ଜିଲାର…

ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ

ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି।…

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ…