ଯୁବକଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତ ଚିହ୍ନଟ, ଧରିବାକୁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୪।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତିରେ ଅନିଲ ପଣ୍ଡା (୧୮)ଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ରେଲ୍‌ଓ୍ବେ ପୋଲିସ…

ଆକ୍ରୋଶମୂଳକ ଗିରଫଦାରି ବିରୋଧରେ ଥାନା ସମ୍ମୁଖରେ ଭାଜପାର ପ୍ରତିବାଦ

ବିଞ୍ଝାରପୁର,୪।୧୨(ଡି.ଏନ୍‌.ଏ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତରେ ଗତ ସାଧାରଣ ନିର୍ବାଚନ ପରଠାରୁ ରାଜନୈତିକ ଛକାପଞ୍ଝା ଲାଗି ରହିଆସୁଥିଲା। ସୋମବାର ସାରେ ଏହା ଉଗ୍ରରୂପ ଧାରଣ…

ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର କୃଷିକ୍ଷେତ୍ର ପରିଦର୍ଶନ

ସାକ୍ଷୀଗୋପାଳ, ୪।୧୨(ଡି.ଏନ୍‌.ଏ): ପୁରୀ ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର ନଂ.୨ ସଦସ୍ୟବୃନ୍ଦ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଦୁଗଲ, ଶ୍ରୀରାମଚନ୍ଦ୍ରପୁର ଓ ବୀରରାମଚନ୍ଦ୍ରପୁର ପଞ୍ଚାୟତ କୃଷିକ୍ଷେତ୍ର ବୁଧବାର ପରିଦର୍ଶନ…

ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ…

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଏମିତି: ରୋଗୀଙ୍କୁ ଇଞ୍ଜେକ୍‌ଶନ ଦେଉଛନ୍ତି କର୍ମଚାରୀ, ଭିଡିଓ ଭାଇରାଲ

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ଓ୍ବାର୍ଡରେ ଜଣେ ମହିଳା ରୋଗୀଙ୍କୁ ଚିକିତ୍ସାଳୟର ଜଣେ ମହିଳା କର୍ମଚାରୀ ଇଞ୍ଜେକ୍‌ଶନ ଦେଉଥିବାର ଏକ ଭିଡିଓ ସୋସିଆଲ…

ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ, ତଦାରଖ କଲେ ବିକାଶମୂଳକ କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୪।୧୨(ଡି.ଏନ୍‌.ଏ.): ଲିଙ୍ଗରାଜ ମନ୍ଦିରକୁ ଅଚାନକ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ। ବୁଧବାର ଭୋର ସମୟରେ ସେ ମନ୍ଦିରରେ ପହଞ୍ଚି ଭିତର ଓ ବାହାରର…

ସୁନାରେ ଖାଦ ମିଶୁଥିବା କଥାକୁ ଖଣ୍ଡନ କଲା ରାଜ୍ୟ ଜୁଏଲେରୀ ସଂଘ

କଟକ ଅଫିସ,୪।୧୨: ରାଜ୍ୟର ଛୋଟରୁ ବଡ଼ ସୁନା ଦୋକାନୀମାନେ ଗ୍ରାହକଙ୍କୁ ଠକୁଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ପରେ ଏହାକୁ ଖଣ୍ଡନ କରିଛି ରାଜ୍ୟ ଜୁଏଲେରୀ ସଂଘ।…

କମେଣ୍ଟ ମାରି ବିଚ୍‌ ରାସ୍ତାରେ ଯୁବତୀଙ୍କଠାରୁ ଛେଚା ଖାଇଲେ ଯୁବକ, ଭିଡିଓ ଭାଇରାଲ

ଜୟପୁର,୪।୧୨(ଡି.ଏନ୍‌.ଏ.): ବିଚ୍‌ ରାସ୍ତାରେ କମେଣ୍ଟ ମାରୁଥିବା ରୋଡ୍‌ ରୋମିଓଙ୍କୁ ଚାପୁଡ଼ା ମାରିଲେ ଯୁବତୀ। କୋରାପୁଟ ଜିଲା ଜୟପୁର ଜୟନଗରସ୍ଥିତ ଶିଶୁ ପାର୍କ ନିକଟରେ ଘଟିଥିବା ଏପରି କିଛି…

ଅନୁଗୋଳ ଆଲୁମିନିୟମ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଦାବି: ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଅନୁଗୋଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ଲାଗି ବୁଧବାର କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଏବଂ…

ରେକର୍ଡଠାରୁ ଗୋଟିଏ ଛକା ଦୂରରେ ରୋହିତ

ନୂଆଦିଲ୍ଲୀ,୪ା୧୨- ଭାରତୀୟ ଓପନର ରୋହିତ ଶର୍ମା ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ମାରିଥିବା ବ୍ୟାଟ୍ସମ୍ୟାନ ହେବାକୁ ଯାଉଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା…