‘ଅନ୍ଦାଜ ଅପ୍‌ନା ଅପ୍‌ନା’କୁ ପୂରଣ ହେଲା ୨୫ ବର୍ଷ

ମୁମ୍ବାଇ: ବଲିଉଡ୍‌ କମେଡି ଫିଲ୍ମ ‘ଅନ୍ଦାଜ ଅପ୍‌ନା ଅପ୍‌ନା’କୁ ୨୫ ବର୍ଷ ପୂରଣ ହୋଇଛି। ନଭେମ୍ବର ୪, ୧୯୯୪ ରେ ପରଦାକୁ ଆସିଥିଲା ଏହି କମେଡି ଫିଲ୍ମ।…

ଭାରତ,ବାଂଲାଦେଶ ଦଳକୁ ଧନ୍ୟବାଦ ଦେଲେ ବିସିସିଆଇ ସଭାପତି

ନୂଆଦିଲ୍ଲୀ,୪।୧୧(ପି.ଟି.)- ଦେଶର ରାଜଧାନୀରେ ଅତ୍ୟଧିକ ପ୍ରଦୂଷଣ ସତ୍ତ୍ୱେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳିଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଭାରତୀୟ…

ମୃତ ପ୍ରେମିକଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ପ୍ରେମିକା

ଆଲିଗଡ,୪।୧୧: ଉତ୍ତର ପ୍ରଦେଶ ଆଲିଗଡର ତେରୋଲିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାକାର ଜଣେ ବିଧବା ମହିଳା ଏବେ ତାଙ୍କ ମୃତ ପ୍ରେମିକଙ୍କୁ ବିବାହ କରିବାକୁ…

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା କହିଛନ୍ତି।…

ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ…

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଟିପ୍ପଣି…

ପାକିସ୍ତାନ ରେଳମନ୍ତ୍ରୀ କହିଲେ ଜଳଖିଆରେ ନିଆଁ ଲାଗିଲେ ଏହା ଫାଟିଯାଏ

ଇସ୍‌ଲାମାବାଦ,୪।୧୧: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣିଥରେ ନିଜର ଓଲଟା-ସିଧା କଥାକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ନିକଟରେ ପାକିସ୍ତାନରେ ହୋଇଥିବା ରେଲ ଦୁର୍ଘଟଣାକୁ ଦେଇ…

ଯବାନଙ୍କ ପାଖରେ ୫୧ ଡିଗ୍ରୀ

ଜୟପୁର,୪।୧୧: ଜମ୍ମୁ-କଶ୍ମୀର, ଆସାମ, ପଞ୍ଜାବ ଆଦି ସୀମାରେ ମୁତୟନ ହୋଇଥିବା ଜଣେ ଭାରତୀୟ ଯବାନଙ୍କ ପାଠପଢ଼ିବା ପ୍ରତି ଥିବା ଆଗ୍ରହ ଏବେ ଲୋକଲୋଚନକୁ ଆସିଛି। ରାଜସ୍ଥାନର ଦଶରଥ…

ଅଡ୍‌-ଇଭିନ୍‌ ନମ୍ବର ନିୟମ ନ ମାନିବାରୁ କଟିଲା ଭାଜପା ନେତାଙ୍କ ଚାଲାଣ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରାକୁ କମ୍‌ କରିବାକୁ ଯାଇ ସରକାରଙ୍କ ତରଫରୁ ଅଡ-ଇଭିନ ନମ୍ବରର ଗାଡି ଗଡିବା ଆରମ୍ଭ କରିଛି। ସୋମବାର ଇଭିନ୍‌ ନମ୍ବରର ଗାଡି…

୫୦ ଅଣ୍ଡା ଖାଇବାକୁ ଲାଗିଥିଲା ସର୍ତ୍ତ: ୪୨ଖାଇବା ପରେ ମୃତ୍ୟୁ

ଜୋନପୁର,୪।୧୧: ବେଳେବେଳେ ଥଟ୍ଟାରେ ଲାଗିଥିବା ସର୍ତ୍ତ ମୃତ୍ୟୁର କାରଣ ହୋଇଥାଏ। ଅଣ୍ଡା ଓ ମଦରେ ସର୍ତ୍ତ ଲଗାଇ ଜଣେ ବ୍ୟକ୍ତି ମୃତ୍ୟୁମୁଖକୁ ଠେଲି ହୋଇଯାଇଥିବା ଜଣାପଡ଼ିଛି। କିଛି…