ଜୋକୋଭିଚ୍‌ଙ୍କୁ ପଞ୍ଚମ ପ୍ୟାରିସ ମାଷ୍ଟର୍ସ ଟାଇଟଲ

ପ୍ୟାରିସ୍‌,୪।୧୧(ଏଏଫ୍‌ପି)- ସର୍ବିୟାର ଅଭିଜ୍ଞ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ରେକର୍ଡ ପଞ୍ଚମଥର ପାଇଁ ପ୍ୟାରିସ ମାଷ୍ଟର୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ…

କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍‌ନୀ ରୋଗ

କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍‌ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍‌ନୀ ରୋଗରେ…

ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍‌’ ଡ୍ରୋନ୍‌କୁ ନାସା କହିଲା ମିରାକିଲ୍‌

ଅନୁଗୋଳ ଅଫିସ, ୪।୧୧:  ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍‌ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ ପାରିବ।…

ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ

ଜଗତ୍‌ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ…

ଆର୍ମି ଏୟାର ଡିଫେନ୍ସ କଲେଜରେ ଯବାନଙ୍କ ଆତ୍ମହତ୍ୟା

ଗୋପାଳପୁର,୪ା୧୧-ଗଞ୍ଜାମ ଜିଲା ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ (ଏଡି) କଲେଜରେ ଶନିବାର ରାତିରେ ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତାମିଲନାଡୁ ଅଞ୍ଚଳର ଏନ୍‌. କ୍ରିଷ୍ଣା।…

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ: ଭିଏତ୍‌ନାମଠାରୁ ହାରିଲା ଭାରତ

ନୂଆଦିଲ୍ଲୀ, ୪।୧୧(ପି.ଟି.)- ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଅନ୍ତର୍ଜାତୀୟ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ୦-୩ ଗୋଲ ବ୍ୟବଧାନରେ ଭିଏତ୍‌ନାମଠାରୁ ପରାସ୍ତ ହୋଇଛି। ରବିବାର ଭିଏତ୍‌ନାମ…

ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର…

ପାର୍କର ଭ୍ରମ ସୃଷ୍ଟି କରୁଛି ପୋଖରୀ ହୁଡା : ଗ୍ରାମୀଣ ବିକାଶ ଯୋଜନାରେ ହେଲା ନବୀକରଣ

ନୟାଗଡ଼ ଅଫିସ,୪ା୧୧: ଦିନେ ପରିତ୍ୟକ୍ତ ହୋଇପଡିଥିବା ପୋଖରୀ ଏବେ ପାର୍କର ଭ୍ରମ ସୃଷ୍ଟି କରୁଛି। ପୋଖରୀ ସଫା କରାଯିବା ସହିତ ହୁଡ଼ାରେ ବିଭିନ୍ନ ପ୍ରକାର ଫୁଲ ଓ…

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ…

ଦୁରଦିନ୍‌ରେ ବିତୁଛେ ମା’ପୁଓର ଜୀବନ୍‌

ଲୋଇସିଂହା, ୪।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟେନପାଲି ପଁଚେତ୍‌ ଅଧୀନ ଦୁମଦୁମି ଗଁାର ବିଧବା ମହିଲା ଉଷା ଡାଙ୍ଗ(୭୫)। ଗୁଟେବଲି ପୁଓ ଶ୍ରୀରାମ(୫୦) ଆଏଜ୍‌କେ ୩୦…